Ezekiel 45:19 — Compare Translations
5 translations compared side by side
Odia - 1840
"ପୁଣି ଯାଜକ ପାପାର୍ଥକ ବଳିର ରକ୍ତର କିଛି ନଇେ ମନ୍ଦିରର ଚୌକାଠମାନର ଉପ ରେ ୟଜ୍ଞବଦେୀ ଥାକର ଚାରି କଣର ଉପ ରେ ଆଉ ଭିତର ପ୍ରାଙ୍ଗଣର ଦ୍ବାର ଚୌକାଠର ଉପ ରେ ଲଗାଇବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯାଜକ ପାପାର୍ଥକ ବଳିର ରକ୍ତରୁ କିଛି ନେଇ ଗୃହର ଚୌକାଠମାନର ଉପରେ ଓ ଯଜ୍ଞବେଦି ଥାକର ଚାରି କୋଣର ଉପରେ, ଆଉ ଭିତର ପ୍ରାଙ୍ଗଣର ଦ୍ଵାର ଚୌକାଠର ଉପରେ ଲଗାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯାଜକ ପାପାର୍ଥକ ବଳିର ରକ୍ତର କିଛି ନେଇ ମନ୍ଦିରର ଚୌକାଠମାନର ଉପରେ ଯଜ୍ଞବେଦି ଥାକର ଗ୍ଭରି କୋଣର ଉପରେ ଆଉ ଭିତର ପ୍ରାଙ୍ଗଣର ଦ୍ୱାର ଚୌକାଠର ଉପରେ ଲଗାଇବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯାଜକ ପାପାର୍ଥକ ବଳିର ରକ୍ତରୁ କିଛି ନେଇ ଗୃହର ଚୌକାଠମାନର ଉପରେ ଓ ଯଜ୍ଞବେଦି ଥାକର ଚାରି କୋଣର ଉପରେ, ଆଉ ଭିତର ପ୍ରାଙ୍ଗଣର ଦ୍ୱାର ଚୌକାଠର ଉପରେ ଲଗାଇବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯାଜକ ପାପାର୍ଥକ ବଳିର ରକ୍ତରୁ କିଛି ନେଇ ଗୃହର ଚୌକାଠମାନର ଉପରେ ଓ ଯଜ୍ଞବେଦି ଥାକର ଚାରି କୋଣର ଉପରେ, ଆଉ ଭିତର ପ୍ରାଙ୍ଗଣର ଦ୍ୱାର ଚୌକାଠର ଉପରେ ଲଗାଇବ।