Ezekiel 45:2 — Compare Translations
5 translations compared side by side
Odia - 1840
"ତାହା ମଧ୍ଯରୁ 500 ହାତ ର୍ଦୈଘ୍ଯ ଓ 500 ହାତ ପ୍ରସ୍ଥ ବିଶିଷ୍ଟ ଏକ ବର୍ଗାକାର କ୍ଷେତ୍ର ସଦାପ୍ରଭୁଙ୍କ ପବିତ୍ର ମନ୍ଦିର ନିମନ୍ତେ ରହିବ। ତାହାର ଚତୁର୍ଦ୍ଦିଗ ରେ ପଚାଶ ହାତ ପରିମିତ ଏକ ଖାେଲା ସ୍ଥାନ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ମଧ୍ୟରୁ ପାଞ୍ଚଶହ ନଳ ଦୀର୍ଘ, ପାଞ୍ଚଶହ ନଳ ପ୍ରସ୍ଥ ସମଚତୁଷ୍କୋଣ ହୋଇ ପବିତ୍ର ସ୍ଥାନ ନିମନ୍ତେ ରହିବ ଓ ଚାରିଆଡ଼େ ପଚାଶ ହାତ ପରିମିତ ତଳଭୂମି ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ତାହା ମଧ୍ୟରୁ 500 ହାତ ଦୈର୍ଘ୍ୟ ଓ 500 ହାତ ପ୍ରସ୍ଥ ବିଶିଷ୍ଟ ଏକ ବର୍ଗାକାର କ୍ଷେତ୍ର ସଦାପ୍ରଭୁଙ୍କ ପବିତ୍ର ମନ୍ଦିର ନିମନ୍ତେ ରହିବ। ତାହାର ଚତୁର୍ଦ୍ଦିଗରେ ପଗ୍ଭଶ୍ ହାତ ପରିମିତ ଏକ ଖୋଲା ସ୍ଥାନ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ମଧ୍ୟରୁ ପାଞ୍ଚ ଶହ ନଳ ଦୀର୍ଘ, ପାଞ୍ଚ ଶହ ଦଣ୍ଡ ପ୍ରସ୍ଥ ସମଚତୁଷ୍କୋଣ ହୋଇ ପବିତ୍ର ସ୍ଥାନ ନିମନ୍ତେ ରହିବ ଓ ଚାରିଆଡ଼େ ପଚାଶ ହାତ ପରିମିତ ତଳଭୂମି ରହିବ।
Odia IRV 2017 (ଓଡିଆ ବାଇବେଲ)
ତହିଁ ମଧ୍ୟରୁ ପାଞ୍ଚଶହ ନଳ ଦୀର୍ଘ, ପାଞ୍ଚଶହ ଦଣ୍ଡ ପ୍ରସ୍ଥ ସମଚତୁଷ୍କୋଣ ହୋଇ ପବିତ୍ର ସ୍ଥାନ ନିମନ୍ତେ ରହିବ ଓ ଚାରିଆଡ଼େ ପଚାଶ ହାତ ପରିମିତ ତଳଭୂମି ରହିବ।