Ezekiel 45:20 — Compare Translations

5 translations compared side by side

Odia - 1840
"ଆଉ ଯେଉଁ ଲୋକ ଭ୍ରାନ୍ତି ରେ କୌଣସି ପାପ କରେ ତାହା ପାଇଁ ଓ ସହେିମାନଙ୍କ ପାଇଁ ଅଜାଣତ ରେ ପାପ କରେ, ତାହା ପାଇଁ ତୁମ୍ଭେ ମାସର ସପ୍ତମ ଦିନ ରେ ଏହି ପ୍ରକାର କରିବ। ଏହିରୂପେ ତୁମ୍ଭମାନେେ ମନ୍ଦିରକୁ ପବିତ୍ର କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେ ପ୍ରତ୍ୟେକ ଲୋକ ଭ୍ରାନ୍ତିରେ କୌଣସି କାର୍ଯ୍ୟ କରେ, ତାହାର ପାଇଁ ଓ ଯେଉଁ ଲୋକ ଅସତର୍କ, ତାହାର ପାଇଁ ତୁମ୍ଭେ ମାସର ସପ୍ତମ ଦିନରେ ଏହି ପ୍ରକାର କରିବ; ଏରୂପେ ତୁମ୍ଭେମାନେ ଗୃହ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯେଉଁ ଲୋକ ଭ୍ରାନ୍ତିରେ କୌଣସି ପାପ କରେ ତାହା ପାଇଁ ଓ ସେହିମାନଙ୍କ ପାଇଁ ଅଜାଣତରେ ପାପ କରେ, ତାହା ପାଇଁ ତୁମ୍ଭେ ମାସର ସପ୍ତମ ଦିନରେ ଏହି ପ୍ରକାର କରିବ। ଏହିରୂପେ ତୁମ୍ଭେମାନେ ମନ୍ଦିରକୁ ପବିତ୍ର କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେ ପ୍ରତ୍ୟେକ ଲୋକ ଭ୍ରାନ୍ତିରେ କୌଣସି କାର୍ଯ୍ୟ କରେ, ତାହାର ପାଇଁ ଓ ଯେଉଁ ଲୋକ ଅସତର୍କ, ତାହାର ପାଇଁ ତୁମ୍ଭେ ମାସର ସପ୍ତମ ଦିନରେ ଏହି ପ୍ରକାର କରିବ; ଏରୂପେ ତୁମ୍ଭେମାନେ ଗୃହ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେ ପ୍ରତ୍ୟେକ ଲୋକ ଭ୍ରାନ୍ତିରେ କୌଣସି କାର୍ଯ୍ୟ କରେ, ତାହାର ପାଇଁ ଓ ଯେଉଁ ଲୋକ ଅସତର୍କ, ତାହାର ପାଇଁ ତୁମ୍ଭେ ମାସର ସପ୍ତମ ଦିନରେ ଏହି ପ୍ରକାର କରିବ; ଏରୂପେ ତୁମ୍ଭେମାନେ ଗୃହ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।