Ezekiel 45:21 — Compare Translations
5 translations compared side by side
Odia - 1840
"ପ୍ରଥମ ମାସର ଚତୁର୍ଦ୍ଦଶ ଦିବସ ରେ ତୁମ୍ଭମାନଙ୍କର ନିସ୍ତାର ପର୍ବ ହବେ। ସହେି ପର୍ବ ସାତଦିନ ଧରି ପାଳିତ ହବେ। ସେ ସମୟରେ ତୁମ୍ଭମାନଙ୍କୁ ତାଡ଼ୀଶୂନ୍ଯ ରୋଟୀ ଭୋଜନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଥମ ମାସ, ମାସର ଚତୁର୍ଦ୍ଦଶ ଦିନ ତୁମ୍ଭମାନଙ୍କ ନିସ୍ତାର ପର୍ବ ହେବ, ତାହା ସାତ ଦିନର ପର୍ବ ହେବ; ତାଡ଼ିଶୂନ୍ୟ ରୁଟୀ ଭୋଜନ କରାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ନିସ୍ତାରପର୍ବ ସମୟର ବଳି “ପ୍ରଥମ ମାସର ଚତୁର୍ଦ୍ଦଶ ଦିବସରେ ତୁମ୍ଭମାନଙ୍କର ନିସ୍ତାରପର୍ବ ହେବ। ସେହି ପର୍ବ ସାତ ଦିନ ଧରି ପାଳିତ ହେବ। ସେ ସମୟରେ ତୁମ୍ଭମାନଙ୍କୁ ତାଡ଼ୀଶୂନ୍ୟ ରୋଟୀ ଭୋଜନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଥମ ମାସର ଚତୁର୍ଦ୍ଦଶ ଦିନ ତୁମ୍ଭମାନଙ୍କ ନିସ୍ତାର ପର୍ବ ହେବ, ତାହା ସାତ ଦିନର ପର୍ବ ହେବ; ତାଡ଼ିଶୂନ୍ୟ ରୁଟି ଭୋଜନ କରାଯିବ।
Odia IRV 2017 (ଓଡିଆ ବାଇବେଲ)
ପ୍ରଥମ ମାସର ଚତୁର୍ଦ୍ଦଶ ଦିନ ତୁମ୍ଭମାନଙ୍କ ନିସ୍ତାର ପର୍ବ ହେବ, ତାହା ସାତ ଦିନର ପର୍ବ ହେବ; ତାଡ଼ିଶୂନ୍ୟ ରୁଟି ଭୋଜନ କରାଯିବ।