Ezekiel 45:22 — Compare Translations

5 translations compared side by side

Odia - 1840
"ପୁଣି ସହେି ସମୟରେ ଅଧିପତି ଆପଣା ନିମନ୍ତେ ଓ ଦେଶସ୍ଥ ସକଳ ଲୋକଙ୍କ ନିମନ୍ତେ ପାପାର୍ଥକ ବଳିରୂପେ ଏକ ବୃଷଭ ଉତ୍ସର୍ଗ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେହିଦିନ ଅଧିପତି ଆପଣା ନିମନ୍ତେ ଓ ଦେଶସ୍ଥ ସକଳ ଲୋକଙ୍କ ନିମନ୍ତେ ପାପାର୍ଥକ ବଳି ରୂପେ ଏକ ବୃଷ ଉତ୍ସର୍ଗ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେହି ସମୟରେ ଅଧିପତି ଆପଣା ନିମନ୍ତେ ଓ ଦେଶସ୍ଥ ସକଳ ଲୋକଙ୍କ ନିମନ୍ତେ ପାପାର୍ଥକ ବଳିରୂପେ ଏକ ବୃଷଭ ଉତ୍ସର୍ଗ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ଦିନ ଅଧିପତି ଆପଣା ନିମନ୍ତେ ଓ ଦେଶସ୍ଥ ସକଳ ଲୋକଙ୍କ ନିମନ୍ତେ ପାପାର୍ଥକ ବଳି ରୂପେ ଏକ ବୃଷ ଉତ୍ସର୍ଗ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ଦିନ ଅଧିପତି ଆପଣା ନିମନ୍ତେ ଓ ଦେଶସ୍ଥ ସକଳ ଲୋକଙ୍କ ନିମନ୍ତେ ପାପାର୍ଥକ ବଳି ରୂପେ ଏକ ବୃଷ ଉତ୍ସର୍ଗ କରିବେ।