Ezekiel 45:23 — Compare Translations

5 translations compared side by side

Odia - 1840
"ଭୋଜିର ସାତଦିନ ସମୟ ୟାଏ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ହାମବେଳି ଉତ୍ସର୍ଗ କରିବା ଉଚିତ୍। ସାତଦିନ ୟାଏ ପ୍ରତିଦିନ ନିର୍ଦ୍ ଦୋଷ ସାତ ବୃଷଭ ଓ ସାତ ମଷେ, ଆଉ ପାପାର୍ଥକ ବଳିରୂପେ ପ୍ରତିଦିନ ଏକ ଛାଗ ଉତ୍ସର୍ଗ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପର୍ବର ସାତ ଦିନଯାଏ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବେ, ସାତ ଦିନ ଯାଏ ପ୍ରତିଦିନ ନିର୍ଦ୍ଦୋଷ ସାତ ବୃଷ ଓ ସାତ ମେଷ, ଆଉ ପାପାର୍ଥକ ବଳି ରୂପେ ପ୍ରତିଦିନ ଏକ ଛାଗ ଉତ୍ସର୍ଗ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଭୋଜିର ସାତ ଦିନ ସମୟ ଯାଏ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବା ଉଚିତ୍। ସାତ ଦିନ ଯାଏ ପ୍ରତିଦିନ ନିର୍ଦ୍ଦୋଷ ସାତ ବୃଷଭ ଓ ସାତ ମେଷ, ଆଉ ପାପାର୍ଥକ ବଳିରୂପେ ପ୍ରତିଦିନ ଏକ ଛାଗ ଉତ୍ସର୍ଗ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ପର୍ବର ସାତ ଦିନ ପର୍ଯ୍ୟନ୍ତ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବେ, ସାତ ଦିନ ପର୍ଯ୍ୟନ୍ତ ପ୍ରତିଦିନ ନିର୍ଦ୍ଦୋଷ ସାତ ବୃଷ ଓ ସାତ ମେଷ, ଆଉ ପାପାର୍ଥକ ବଳି ରୂପେ ପ୍ରତିଦିନ ଏକ ଛାଗ ଉତ୍ସର୍ଗ କରିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ପର୍ବର ସାତ ଦିନ ପର୍ଯ୍ୟନ୍ତ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବେ, ସାତ ଦିନ ପର୍ଯ୍ୟନ୍ତ ପ୍ରତିଦିନ ନିର୍ଦ୍ଦୋଷ ସାତ ବୃଷ ଓ ସାତ ମେଷ, ଆଉ ପାପାର୍ଥକ ବଳି ରୂପେ ପ୍ରତିଦିନ ଏକ ଛାଗ ଉତ୍ସର୍ଗ କରିବେ।