Ezekiel 45:25 — Compare Translations
5 translations compared side by side
Odia - 1840
"ଏବଂ ସହେି ଅଧିପତି ସପ୍ତମ ମାସର ପଞ୍ଚଦଶ ଦିନ ପର୍ବ ସମୟରେ ସାତଦିନ ୟାଏ ଏହିରୂପ ଅର୍ଥାତ୍ ପାପାର୍ଥକ ବଳି, ହାମେର୍ଥକ ବଳି, ଶସ୍ଯ ନବୈେଦ୍ଯ ଆଉ ତୈଳ ଦାନର ବିଧି ଅନୁୟାଯୀ ଉତ୍ସର୍ଗ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସପ୍ତମ ମାସ, ମାସର ପଞ୍ଚଦଶ ଦିନ ପର୍ବ ସମୟରେ ସେ ସାତ ଦିନଯାଏ ଏହିରୂପ, ଅର୍ଥାତ୍, ପାପାର୍ଥକ ବଳିର ଓ ହୋମାର୍ଥକ ବଳିର ଓ ଭକ୍ଷ୍ୟ ନୈବେଦ୍ୟର, ଆଉ ତୈଳଦାନର ବିଧି ଅନୁଯାୟୀ ଉତ୍ସର୍ଗ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେହି ଅଧିପତି ସପ୍ତମ ମାସର ପଞ୍ଚଦଶ ଦିନ ପର୍ବ ସମୟରେ ସାତ ଦିନ ଯାଏ ଏହିରୂପ ଅର୍ଥାତ୍ ପାପାର୍ଥକ ବଳି, ହୋମାର୍ଥକ ବଳି, ଶସ୍ୟ ନୈବେଦ୍ୟ ଆଉ ତୈଳ ଦାନର ବିଧି ଅନୁଯାୟୀ ଉତ୍ସର୍ଗ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସପ୍ତମ ମାସର ପଞ୍ଚଦଶ ଦିନ ପର୍ବ ସମୟରେ ସେ ସାତ ଦିନ ପର୍ଯ୍ୟନ୍ତ ଏହିରୂପ, ଅର୍ଥାତ୍, ପାପାର୍ଥକ ବଳିର, ହୋମାର୍ଥକ ବଳିର ଓ ଭକ୍ଷ୍ୟ ନୈବେଦ୍ୟର, ଆଉ ତୈଳଦାନର ବିଧି ଅନୁଯାୟୀ ଉତ୍ସର୍ଗ କରିବେ।
Odia IRV 2017 (ଓଡିଆ ବାଇବେଲ)
ସପ୍ତମ ମାସର ପଞ୍ଚଦଶ ଦିନ ପର୍ବ ସମୟରେ ସେ ସାତ ଦିନ ପର୍ଯ୍ୟନ୍ତ ଏହିରୂପ, ଅର୍ଥାତ୍, ପାପାର୍ଥକ ବଳିର, ହୋମାର୍ଥକ ବଳିର ଓ ଭକ୍ଷ୍ୟ ନୈବେଦ୍ୟର, ଆଉ ତୈଳଦାନର ବିଧି ଅନୁଯାୟୀ ଉତ୍ସର୍ଗ କରିବେ।