Ezekiel 45:3 — Compare Translations
5 translations compared side by side
Odia - 1840
"ଆଉ ଏହି ପରିମିତ ଅଂଶରୁ ତୁମ୍ଭେ 25,000 ହାତ ର୍ଦୈଘ୍ଯ ଓ 10,000 ହାତ ପ୍ରସ୍ଥ ଭୂମି ମାପିବ। ଏହାରି ମଧିଅରେ ମନ୍ଦିର ଓ ମହାପବିତ୍ର ସ୍ଥାନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଏହି ପରିମିତ ଅଂଶରୁ ତୁମ୍ଭେ ପଚିଶହଜାର ନଳ ଦୀର୍ଘ ଓ ଦଶହଜାର ନଳ ପ୍ରସ୍ଥ ଭୂମି ମାପିବ; ପୁଣି, ତହିଁ ମଧ୍ୟରେ ଧର୍ମଧାମ, ମହାପବିତ୍ର ସ୍ଥାନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଏହି ପରିମିତ ଅଂଶରୁ ତୁମ୍ଭେ 25,000 ହାତ ଦୈର୍ଘ୍ୟ ଓ 10,000 ହାତ ପ୍ରସ୍ଥ ଭୂମି ମାପିବ। ଏହାରି ମଧ୍ୟରେ ମନ୍ଦିର ଓ ମହାପବିତ୍ର ସ୍ଥାନ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଏହି ପରିମିତ ଅଂଶରୁ ତୁମ୍ଭେ ପଚିଶ ହଜାର ଦଣ୍ଡ ଦୀର୍ଘ ଓ ଦଶ ହଜାର ଦଣ୍ଡ ପ୍ରସ୍ଥ ଭୂମି ମାପିବ; ପୁଣି, ତହିଁ ମଧ୍ୟରେ ଧର୍ମଧାମ, ମହାପବିତ୍ର ସ୍ଥାନ ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଏହି ପରିମିତ ଅଂଶରୁ ତୁମ୍ଭେ ପଚିଶ ହଜାର ଦଣ୍ଡ ଦୀର୍ଘ ଓ ଦଶ ହଜାର ଦଣ୍ଡ ପ୍ରସ୍ଥ ଭୂମି ମାପିବ; ପୁଣି, ତହିଁ ମଧ୍ୟରେ ଧର୍ମଧାମ, ମହାପବିତ୍ର ସ୍ଥାନ ହେବ।