Ezekiel 45:4 — Compare Translations

5 translations compared side by side

Odia - 1840
"ଦେଶର ଏହି ଅଂଶ ପବିତ୍ର ଅଟେ। ଯାଜକମାନେ, ୟିଏ ସଦାପ୍ରଭୁଙ୍କ ଉପାସନା କରିବାକୁ ଆସନ୍ତି ଏବଂ ପବିତ୍ର ମନ୍ଦିର ରେ ସବୋ କରେ ଏହି ଭୂମି ସଦାପ୍ରଭୁଙ୍କ ପାଇଁ ପାଇବେ। ଆଉ ଏହି ସ୍ଥାନ ସମାନଙ୍କେର ମନ୍ଦିର ନିର୍ମାଣ ପାଇଁ ଓ ଧର୍ମଧାମ ପାଇଁ ପବିତ୍ର ସ୍ଥାନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଶର ଏହି ଅଂଶ ପବିତ୍ର ଅଟେ; ଯେଉଁ ଯାଜକମାନେ, ପବିତ୍ର ସ୍ଥାନର ପରିଚାରକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ପାଇଁ ନିକଟକୁ ଆସନ୍ତି, ଏହି ସ୍ଥାନ ସେମାନଙ୍କର ହେବ ଓ ଏହା ସେମାନଙ୍କ ଗୃହ ନିର୍ମାଣର ସ୍ଥାନ ଓ ଧର୍ମଧାମର ନିମନ୍ତେ ପବିତ୍ର ସ୍ଥାନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଦେଶର ଏହି ଅଂଶ ପବିତ୍ର ଅଟେ। ଯାଜକମାନେ, ଯିଏ ସଦାପ୍ରଭୁଙ୍କ ଉପାସନା କରିବାକୁ ଆସନ୍ତି ଏବଂ ପବିତ୍ର ମନ୍ଦିରରେ ସେବା କରେ ଏହି ଭୂମି ସଦାପ୍ରଭୁଙ୍କ ପାଇଁ ପାଇବେ। ଆଉ ଏହି ସ୍ଥାନ ସେମାନଙ୍କର ମନ୍ଦିର ନିର୍ମାଣ ପାଇଁ ଓ ଧର୍ମଧାମ ପାଇଁ ପବିତ୍ର ସ୍ଥାନ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଶର ଏହି ଅଂଶ ପବିତ୍ର ଅଟେ; ଯେଉଁ ଯାଜକମାନେ, ପବିତ୍ର ସ୍ଥାନର ପରିଚାରକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ପାଇଁ ନିକଟକୁ ଆସନ୍ତି, ଏହି ସ୍ଥାନ ସେମାନଙ୍କର ହେବ ଓ ଏହା ସେମାନଙ୍କ ଗୃହ ନିର୍ମାଣର ସ୍ଥାନ ଓ ଧର୍ମଧାମର ନିମନ୍ତେ ପବିତ୍ର ସ୍ଥାନ ହେବ।
Odia IRV 2017 (ଓଡିଆ ବାଇବେଲ)