Ezekiel 45:5 — Compare Translations
5 translations compared side by side
Odia - 1840
"ପୁଣି 25,000 ହାତ ର୍ଦୈଘ୍ଯ ଓ 10,000 ହାତ ପ୍ରସ୍ଥ ବିଶିଷ୍ଟ ଭୂମି ଯେଉଁ ଲବେୀୟମାନେ ପ୍ରଭୁଙ୍କ ମନ୍ଦିରର ଉପାସନା ପାଇଁ ନିୟୁକ୍ତ ହୁଅନ୍ତି ଏହା ସମାନଙ୍କେର ବାସ କରିବା ପାଇଁ ନଗର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପଚିଶହଜାର ନଳ ଦୀର୍ଘ ଓ ଦଶହଜାର ନଳ ପ୍ରସ୍ଥ ଭୂମି କୋଡ଼ିଏ କୋଠରି ସକାଶୁ ଗୃହର ପରିଚାରକ ଲେବୀୟମାନଙ୍କର ଅଧିକାରର୍ଥେ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି 25,000 ହାତ ଦୈର୍ଘ୍ୟ ଓ 10,000 ହାତ ପ୍ରସ୍ଥ ବିଶିଷ୍ଟ ଭୂମି ଯେଉଁ ଲେବୀୟମାନେ ପ୍ରଭୁଙ୍କ ମନ୍ଦିରର ଉପାସନା ପାଇଁ ନିଯୁକ୍ତ ହୁଅନ୍ତି ଏହା ସେମାନଙ୍କର ବାସ କରିବା ପାଇଁ ନଗର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପଚିଶ ହଜାର ଦଣ୍ଡ ଦୀର୍ଘ ଓ ଦଶ ହଜାର ଦଣ୍ଡ ପ୍ରସ୍ଥ ଭୂମି କୋଡ଼ିଏ କୋଠରି ସକାଶୁ ଗୃହର ପରିଚାରକ ଲେବୀୟମାନଙ୍କର ଅଧିକାରର୍ଥେ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପଚିଶ ହଜାର ଦଣ୍ଡ ଦୀର୍ଘ ଓ ଦଶ ହଜାର ଦଣ୍ଡ ପ୍ରସ୍ଥ ଭୂମି କୋଡ଼ିଏ କୋଠରି ସକାଶୁ ଗୃହର ପରିଚାରକ ଲେବୀୟମାନଙ୍କର ଅଧିକାରର୍ଥେ ହେବ।