Ezekiel 45:6 — Compare Translations
5 translations compared side by side
Odia - 1840
"ପୁଣି ନଗରର ପାଇଁ ପବିତ୍ର ଅଞ୍ଚଳ ପାଖେ ପାଖେ 5,000 ହାତ ପ୍ରସ୍ଥ ଓ 25,000 ହାତ ର୍ଦୈଘ୍ଯ ଭୂମି ନିରୂପଣ କରିବି। ତାହା ସମୁଦାଯ ଇଶ୍ରାୟେଲ ବଂଶର ନିମନ୍ତେ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ନଗରର ଅଧିକାର ନିମନ୍ତେ ତୁମ୍ଭେମାନେ ପବିତ୍ର ଉପହାରରୂପ ଅଂଶର ପାଖେ ପାଖେ ପାଞ୍ଚହଜାର ନଳ ପ୍ରସ୍ଥ ଓ ପଚିଶହଜାର ନଳ ଦୀର୍ଘ ଭୂମି ନିରୂପଣ କରିବ; ତାହା ସମୁଦାୟ ଇସ୍ରାଏଲ-ବଂଶର ନିମନ୍ତେ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ନଗରର ପାଇଁ ପବିତ୍ର ଅଞ୍ଚଳ ପାଖେ ପାଖେ 5000 ହାତ ପ୍ରସ୍ଥ ଓ 25,000 ହାତ ଦୈର୍ଘ୍ୟ ଭୂମି ନିରୂପଣ କରିବି। ତାହା ସମୁଦାୟ ଇସ୍ରାଏଲ ବଂଶର ନିମନ୍ତେ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ନଗରର ଅଧିକାର ନିମନ୍ତେ ତୁମ୍ଭେମାନେ ପବିତ୍ର ଉପହାର ରୂପ ଅଂଶର ପାଖେ ପାଖେ ପାଞ୍ଚ ହଜାର ଦଣ୍ଡ ପ୍ରସ୍ଥ ଓ ପଚିଶ ହଜାର ଦଣ୍ଡ ଦୀର୍ଘ ଭୂମି ନିରୂପଣ କରିବ; ତାହା ସମୁଦାୟ ଇସ୍ରାଏଲ ବଂଶର ନିମନ୍ତେ ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ନଗରର ଅଧିକାର ନିମନ୍ତେ ତୁମ୍ଭେମାନେ ପବିତ୍ର ଉପହାରରୂପ ଅଂଶର ପାଖେ ପାଖେ ପାଞ୍ଚ ହଜାର ଦଣ୍ଡ ପ୍ରସ୍ଥ ଓ ପଚିଶହଜାର ଦଣ୍ଡ ଦୀର୍ଘ ଭୂମି ନିରୂପଣ କରିବ; ତାହା ସମୁଦାୟ ଇସ୍ରାଏଲ ବଂଶର ନିମନ୍ତେ ହେବ।