Ezekiel 45:7 — Compare Translations

5 translations compared side by side

Odia - 1840
"ପୁଣି ଅଧିପତି ନିମନ୍ତେ ଯାହା ହବେ ସେ ଭୂମି ପବିତ୍ର ଉପହାର ଓ ନଗର ଅଧିକାର ଭୂମିରେ ଉଭୟ ପାଖ ରେ ରହିବ। ଆଉ ପଶ୍ଚିମ ସୀମାଠାରୁ ପୂର୍ବ ସୀମା ପର୍ୟ୍ଯନ୍ତ ବଢ଼ିକି ଏହାର ଓସାର ଗୋଟିଏ ପରିବାରବର୍ଗର ଭୂମି ଅଂଶ ସହିତ ସମାନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଅଧିପତିର ନିମନ୍ତେ ଯାହା ହେବ, ସେ ଭୂମି ପବିତ୍ର ଉପହାର ଓ ନଗର ଅଧିକାର ଭୂମିର ଏପାଖରେ ଓ ସେପାଖରେ ରହିବ, ତାହା ପବିତ୍ର ଉପହାରର ଓ ନଗର ଅଧିକାରର ସମ୍ମୁଖବର୍ତ୍ତୀ ହୋଇ ପଶ୍ଚିମ ପାର୍ଶ୍ଵରେ ପଶ୍ଚିମ ଆଡ଼େ ଓ ପୂର୍ବ ପାର୍ଶ୍ଵରେ ପୂର୍ବ ଆଡ଼େ ବିସ୍ତୃତ ହେବନ୍ତ ଆଉ, ତାହା ଦୀର୍ଘତାରେ ପଶ୍ଚିମ ସୀମାଠାରୁ ପୂର୍ବ ସୀମା ପର୍ଯ୍ୟନ୍ତ ଅଂଶମାନର ମଧ୍ୟରୁ ଏକ ଅଂଶର ସମାନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଅଧିପତି ନିମନ୍ତେ ଯାହା ହେବ ସେ ଭୂମି ପବିତ୍ର ଉପହାର ଓ ନଗର ଅଧିକାର ଭୂମିରେ ଉଭୟ ପାଖରେ ରହିବ। ଆଉ ପଶ୍ଚିମ ସୀମାଠାରୁ ପୂର୍ବ ସୀମା ପର୍ଯ୍ୟନ୍ତ ବଢ଼ିକି ଏହାର ଓସାର ଗୋଟିଏ ପରିବାରବର୍ଗର ଭୂମି ଅଂଶ ସହିତ ସମାନ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅଧିପତିର ନିମନ୍ତେ ଯାହା ହେବ, ସେ ଭୂମି ପବିତ୍ର ଉପହାର ଓ ନଗର ଅଧିକାର ଭୂମିର ଏପାଖରେ ଓ ସେପାଖରେ ରହିବ, ତାହା ପବିତ୍ର ଉପହାରର ଓ ନଗର ଅଧିକାରର ସମ୍ମୁଖବର୍ତ୍ତୀ ହୋଇ ପଶ୍ଚିମ ପାର୍ଶ୍ୱରେ ପଶ୍ଚିମ ପ୍ରତି ଓ ପୂର୍ବ ପାର୍ଶ୍ୱରେ ପୂର୍ବ ପ୍ରତି ବିସ୍ତୃତ ହେବ; ଆଉ, ତାହା ଦୀର୍ଘତାରେ ପଶ୍ଚିମ ସୀମାଠାରୁ ପୂର୍ବ ସୀମା ପର୍ଯ୍ୟନ୍ତ ଅଂଶମାନର ମଧ୍ୟରୁ ଏକ ଅଂଶର ସମାନ ହେବ।
Odia IRV 2017 (ଓଡିଆ ବାଇବେଲ)