Ezekiel 45:8 — Compare Translations

5 translations compared side by side

Odia - 1840
"ଏହା ଦେଶ ମଧିଅରେ ତାହା ଅର୍ଥାତ୍ ଇଶ୍ରାୟେଲ ମଧିଅରେ ତାହାର ଅଧିକାରାର୍ଥେ ହବେ। ପୁଣି ଆମ୍ଭର ଅଧିପତିମାନେ ଆମ୍ଭ ଲୋକମାନଙ୍କ ପ୍ରତି ଆଉ ଉପଦ୍ରବ କରିବେ ନାହିଁ। ମାତ୍ର ଇଶ୍ରାୟେଲ ବଂଶକୁ ସମାନଙ୍କେର ଗୋଷ୍ଠୀ ଅନୁସାରେ ଦେଶ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା ଦେଶ ମଧ୍ୟରେ ତାହାର, ଅର୍ଥାତ୍, ଇସ୍ରାଏଲ ମଧ୍ୟରେ ତାହାର ଅଧିକାରାର୍ଥେ ହେବ; ପୁଣି, ଆମ୍ଭର ଅଧିପତିମାନେ ଆମ୍ଭ ଲୋକମାନଙ୍କ ପ୍ରତି ଆଉ ଉପଦ୍ରବ କରିବେ ନାହିଁ ମାତ୍ର ଇସ୍ରାଏଲ-ବଂଶକୁ ସେମାନଙ୍କର ଗୋଷ୍ଠୀ ଅନୁସାରେ ଦେଶ ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଦେଶ ମଧ୍ୟରେ ତାହା ଅର୍ଥାତ୍ ଇସ୍ରାଏଲ ମଧ୍ୟରେ ତାହାର ଅଧିକାରାର୍ଥେ ହେବ। ପୁଣି ଆମ୍ଭର ଅଧିପତିମାନେ ଆମ୍ଭ ଲୋକମାନଙ୍କ ପ୍ରତି ଆଉ ଉପଦ୍ରବ କରିବେ ନାହିଁ। ମାତ୍ର ଇସ୍ରାଏଲ ବଂଶକୁ ସେମାନଙ୍କର ଗୋଷ୍ଠୀ ଅନୁସାରେ ଦେଶ ଦେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା ଦେଶ ମଧ୍ୟରେ ତାହାର, ଅର୍ଥାତ୍‍, ଇସ୍ରାଏଲ ମଧ୍ୟରେ ତାହାର ଅଧିକାରାର୍ଥେ ହେବ; ପୁଣି, ଆମ୍ଭର ଅଧିପତିମାନେ ଆମ୍ଭ ଲୋକମାନଙ୍କ ପ୍ରତି ଆଉ ଉପଦ୍ରବ କରିବେ ନାହିଁ; ମାତ୍ର ଇସ୍ରାଏଲ ବଂଶକୁ ସେମାନଙ୍କର ଗୋଷ୍ଠୀ ଅନୁସାରେ ଦେଶ ଦେବେ।
Odia IRV 2017 (ଓଡିଆ ବାଇବେଲ)
ଏହା ଦେଶ ମଧ୍ୟରେ ତାହାର, ଅର୍ଥାତ୍‍, ଇସ୍ରାଏଲ ମଧ୍ୟରେ ତାହାର ଅଧିକାରାର୍ଥେ ହେବ; ପୁଣି, ଆମ୍ଭର ଅଧିପତିମାନେ ଆମ୍ଭ ଲୋକମାନଙ୍କ ପ୍ରତି ଆଉ ଉପଦ୍ରବ କରିବେ ନାହିଁ; ମାତ୍ର ଇସ୍ରାଏଲ ବଂଶକୁ ସେମାନଙ୍କର ଗୋଷ୍ଠୀ ଅନୁସାରେ ଦେଶ ଦେବେ।