Ezekiel 45:9 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ହେ ଇଶ୍ରାୟେଲର ଅଧିପତିମାନେ, ୟଥେଷ୍ଟ! ତୁମ୍ଭମାନଙ୍କ ନିମନ୍ତେ ଏହା ୟଥେଷ୍ଟ ହେଉ। ତୁମ୍ଭମାନେେ ଲୋକମାନଙ୍କ ପ୍ରତି ନିଷ୍ଠୁରତା ଓ ଧନ ଅପହରଣ କରିବା ଦୂର କର। ଆଉ ସମାନଙ୍କେ ପ୍ରତି ନ୍ଯାଯ ଓ ଯଥାର୍ଥ ବିଚାର କର। ମାରେ ଲୋକମାନଙ୍କଠାରୁ ଭୂମି ନଇୟିବୋ ବନ୍ଦ କର। ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲର ଅଧିପତିମାନେ, ତୁମ୍ଭମାନଙ୍କ ନିମନ୍ତେ ଏହା ଯଥେଷ୍ଟ ହେଉ; ତୁମ୍ଭେମାନେ ଦୌରାତ୍ମ୍ୟ ଓ ଧନାପହାର ଦୂର କର, ଆଉ ନ୍ୟାୟ ଓ ଯଥାର୍ଥ ବିଚାର କର; ତୁମ୍ଭେମାନେ ଆମ୍ଭ ଲୋକମାନଙ୍କଠାରୁ ବଳପୂର୍ବକ ଅପହରଣ କରିବାର ଦୂର କର, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ହେ ଇସ୍ରାଏଲର ଅଧିପତିମାନେ, ଯଥେଷ୍ଟ! ତୁମ୍ଭମାନଙ୍କ ନିମନ୍ତେ ଏହା ଯଥେଷ୍ଟ ହେଉ। ତୁମ୍ଭେମାନେ ଲୋକମାନଙ୍କ ପ୍ରତି ନିଷ୍ଠୁରତା ଓ ଧନ ଅପହରଣ କରିବା ଦୂର କର। ଆଉ ସେମାନଙ୍କ ପ୍ରତି ନ୍ୟାୟ ଓ ଯଥାର୍ଥ ବିଗ୍ଭର କର। ମୋର ଲୋକମାନଙ୍କଠାରୁ ଭୂମି ନେଇଯିବା ବନ୍ଦ କର।” ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲର ଅଧିପତିମାନେ, ତୁମ୍ଭମାନଙ୍କ ନିମନ୍ତେ ଏହା ଯଥେଷ୍ଟ ହେଉ; ତୁମ୍ଭେମାନେ ଦୌରାତ୍ମ୍ୟ ଓ ଧନାପହାର ଦୂର କର, ଆଉ ନ୍ୟାୟ ଓ ଯଥାର୍ଥ ବିଚାର କର; ତୁମ୍ଭେମାନେ ଆମ୍ଭ ଲୋକମାନଙ୍କଠାରୁ ବଳପୂର୍ବକ ଅପହରଣ କରିବାର ଦୂର କର, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)