Ezekiel 46:1 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ଭିତର ପ୍ରାଙ୍ଗଣର ପୂର୍ବଦ୍ବାର କାର୍ୟ୍ଯକାରୀ ଛଅଦିନ ବନ୍ଦ ରହିବ। ମାତ୍ର ବିଶ୍ରାମ ଦିନ ଓ ଅମାବାସ୍ଯା ଦିନ ଖାେଲା ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଭିତର ପ୍ରାଙ୍ଗଣର ପୂର୍ବାଭିମୁଖ ଦ୍ଵାର କାର୍ଯ୍ୟ କରିବାର ଛଅ ଦିନଯାକ ବନ୍ଦ ରହିବ; ମାତ୍ର ବିଶ୍ରାମ ଦିନ ଖୋଲା ହେବ ଓ ଅମାବାସ୍ୟା ଦିନ ଖୋଲା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଅଧିପତି ଓ ପର୍ବଗୁଡ଼ିକ ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ଭିତର ପ୍ରାଙ୍ଗଣର ପୂର୍ବଦ୍ୱାର କାର୍ଯ୍ୟକାରୀ ଛଅ ଦିନ ବନ୍ଦ ରହିବ। ମାତ୍ର ବିଶ୍ରାମ ଦିନ ଓ ଅମାବାସ୍ୟା ଦିନ ଖୋଲା ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଭିତର ପ୍ରାଙ୍ଗଣର ପୂର୍ବାଭିମୁଖ ଦ୍ୱାର କାର୍ଯ୍ୟ କରିବାର ଛଅ ଦିନସାରା ବନ୍ଦ ରହିବ; ମାତ୍ର ବିଶ୍ରାମ ଦିନ ଖୋଲା ହେବ ଓ ଅମାବାସ୍ୟା ଦିନ ଖୋଲା ହେବ।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଭିତର ପ୍ରାଙ୍ଗଣର ପୂର୍ବାଭିମୁଖ ଦ୍ୱାର କାର୍ଯ୍ୟ କରିବାର ଛଅ ଦିନସାରା ବନ୍ଦ ରହିବ; ମାତ୍ର ବିଶ୍ରାମ ଦିନ ଖୋଲା ହେବ ଓ ଅମାବାସ୍ୟା ଦିନ ଖୋଲା ହେବ।