Ezekiel 46:10 — Compare Translations

5 translations compared side by side

Odia - 1840
"ପୁଣି ଲୋକମାନେ ଯେତବେେଳେ ଭିତରକୁ ଯିବେ ସେତବେେଳେ ଅଧିପତି ସମାନଙ୍କେ ସହିତ ଭିତରକୁ ଯିବେ। ଆଉ ବାହାରିଲା ବେଳେ ସମାନେେ ଏକତ୍ର ବାହାରିଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଲୋକମାନେ ଯେତେବେଳେ ଭିତରକୁ ଯିବେ, ସେତେବେଳେ ଅଧିପତି ସେମାନଙ୍କ ମଧ୍ୟରେ ଥାଇ ଭିତରକୁ ଯିବେ ଓ ବାହାରି ଯିବା ବେଳେ ସେମାନେ ଏକତ୍ର ହୋଇ ବାହାରି ଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଲୋକମାନେ ଯେତେବେଳେ ଭିତରକୁ ଯିବେ ସେତେବେଳେ ଅଧିପତି ସେମାନଙ୍କ ସହିତ ଭିତରକୁ ଯିବେ। ଆଉ ବାହାରିଲା ବେଳେ ସେମାନେ ଏକତ୍ର ବାହାରିଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଲୋକମାନେ ଯେତେବେଳେ ଭିତରକୁ ଯିବେ, ସେତେବେଳେ ଅଧିପତି ସେମାନଙ୍କ ମଧ୍ୟରେ ଥାଇ ଭିତରକୁ ଯିବେ ଓ ବାହାରି ଯିବା ବେଳେ ସେମାନେ ଏକତ୍ର ହୋଇ ବାହାରି ଯିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଲୋକମାନେ ଯେତେବେଳେ ଭିତରକୁ ଯିବେ, ସେତେବେଳେ ଅଧିପତି ସେମାନଙ୍କ ମଧ୍ୟରେ ଥାଇ ଭିତରକୁ ଯିବେ ଓ ବାହାରି ଯିବା ବେଳେ ସେମାନେ ଏକତ୍ର ହୋଇ ବାହାରି ଯିବେ।