Ezekiel 46:11 — Compare Translations
5 translations compared side by side
Odia - 1840
"ଆଉ ପର୍ବ ଓ ଉତ୍ସବାଦି ସମୟରେ ଶସ୍ଯ ନବୈେଦ୍ଯ ରୂପେ ଏକ ଗୋବତ୍ସ ସଙ୍ଗେ ଏକ ଐଫା ଶସ୍ଯ ନବୈେଦ୍ଯ, ଏକ ଅଣ୍ଡିରା ମଷେ ସଙ୍ଗେ ଏକ ଐଫା ଶସ୍ଯ ନବୈେଦ୍ଯ ଓ ମଷେ ଶାବକମାନଙ୍କ ସଙ୍ଗେ ଶସ୍ଯ ନବୈେଦ୍ଯ ଆପଣା ଶକ୍ତି ଅନୁସାରେ ଆଉ ଏକ ଏକ ଐଫା ସଙ୍ଗେ ଏକ ଏକ ହୀନ ତୈଳ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପର୍ବ ଓ ଉତ୍ସବାଦି ସମୟରେ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଗୋବତ୍ସ ସଙ୍ଗେ ଏକ ଐଫା ଓ ଏକ ମେଷ ସଙ୍ଗେ ଏକ ଐଫା, ଆଉ ମେଷଶାବକମାନଙ୍କ ସଙ୍ଗେ ସେ ଆପଣା ଶକ୍ତି ଅନୁସାରେ ଓ ଏକ ଏକ ଐଫା ସଙ୍ଗେ ଏକ ଏକ ହିନ୍ ତୈଳ ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ପର୍ବ ଓ ଉତ୍ସବାଦି ସମୟରେ ଶସ୍ୟ ନୈବେଦ୍ୟ ରୂପେ ଏକ ଗୋବତ୍ସ ସଙ୍ଗେ ଏକ ଐଫା ଶସ୍ୟ ନୈବେଦ୍ୟ, ଏକ ଅଣ୍ଡିରା ମେଷ ସଙ୍ଗେ ଏକ ଐଫା ଶସ୍ୟ ନୈବେଦ୍ୟ ଓ ମେଷ ଶାବକମାନଙ୍କ ସଙ୍ଗେ ଶସ୍ୟ ନୈବେଦ୍ୟ ଆପଣା ଶକ୍ତି ଅନୁସାରେ ଆଉ ଏକ ଏକ ଐଫା ସଙ୍ଗେ ଏକ ଏକ ହୀନ ତୈଳ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ପର୍ବ ଓ ଉତ୍ସବାଦି ସମୟରେ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଗୋବତ୍ସ ସଙ୍ଗେ ଏକ ଐଫା ଓ ଏକ ମେଷ ସଙ୍ଗେ ଏକ ଐଫା, ଆଉ ମେଷଶାବକମାନଙ୍କ ସଙ୍ଗେ ସେ ଆପଣା ଶକ୍ତି ଅନୁସାରେ ଓ ଏକ ଏକ ଐଫା ସଙ୍ଗେ ଏକ ଏକ ହିନ୍ ତୈଳ ଦେବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ପର୍ବ ଓ ଉତ୍ସବାଦି ସମୟରେ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଗୋବତ୍ସ ସଙ୍ଗେ ଏକ ଐଫା ଓ ଏକ ମେଷ ସଙ୍ଗେ ଏକ ଐଫା, ଆଉ ମେଷଶାବକମାନଙ୍କ ସଙ୍ଗେ ସେ ଆପଣା ଶକ୍ତି ଅନୁସାରେ ଓ ଏକ ଏକ ଐଫା ସଙ୍ଗେ ଏକ ଏକ ହିନ୍ ତୈଳ ଦେବେ।