Ezekiel 46:12 — Compare Translations
5 translations compared side by side
Odia - 1840
"ପୁଣି ଅଧିପତି ଯେତବେେଳେ ସ୍ବେଚ୍ଛାଦତ୍ତ ଉପହାର ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ହାମବେଳି ଅବା ମଙ୍ଗଳାର୍ଥକ ବଳି ସ୍ବେଚ୍ଛାଦତ୍ତ ଉପହାର ରୂପେ ଉତ୍ସର୍ଗ କରିବେ, ସେତବେେଳେ ତାଙ୍କ ପାଇଁ ପୂର୍ବଦ୍ବାର ଫିଟାୟିବ। ଏବଂ ସେ ବିଶ୍ରାମ ଦିନ ରେ ଯେପରି କରନ୍ତି ସହେିପରି ଆପଣା ହାମବେଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ। ତା'ପ ରେ ସେ ବାହାରି ଯିବେ ଓ ବାହାରି ଗଲାପ ରେ ଦ୍ବାର ବନ୍ଦ କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଅଧିପତି ଯେତେବେଳେ ସ୍ଵେଚ୍ଛାଦତ୍ତ ଉପହାର, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଅବା ମଙ୍ଗଳାର୍ଥକ ବଳି ସ୍ଵେଚ୍ଛାଦତ୍ତ ଉପହାର ରୂପେ ଉତ୍ସର୍ଗ କରିବେ, ସେତେବେଳେ ତାଙ୍କ ପାଇଁ ପୂର୍ବାଭିମୁଖ ଦ୍ଵାର ଫିଟାଯିବ, ଆଉ ସେ ବିଶ୍ରାମ ଦିନରେ ଯେପରି କରନ୍ତି, ସେପରି ଆପଣା ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ । ତହୁଁ ସେ ବାହାରି ଯିବେ ଓ ବାହାରି ଗଲା ଉତ୍ତାରେ ଦ୍ଵାର ବନ୍ଦ କରାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ଅଧିପତି ଯେତେବେଳେ ସ୍ୱେଚ୍ଛାଦତ୍ତ ଉପହାର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଅବା ମଙ୍ଗଳାର୍ଥକ ବଳି ସ୍ୱେଚ୍ଛାଦତ୍ତ ଉପହାର ରୂପେ ଉତ୍ସର୍ଗ କରିବେ, ସେତେବେଳେ ତାଙ୍କ ପାଇଁ ପୂର୍ବଦ୍ୱାର ଫିଟାଯିବ। ଏବଂ ସେ ବିଶ୍ରାମ ଦିନରେ ଯେପରି କରନ୍ତି ସେହିପରି ଆପଣା ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ। ତା’ପରେ ସେ ବାହାରି ଯିବେ ଓ ବାହାରି ଗଲାପରେ ଦ୍ୱାର ବନ୍ଦ କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅଧିପତି ଯେତେବେଳେ ସ୍ଵେଚ୍ଛାଦତ୍ତ ଉପହାର, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଅବା ମଙ୍ଗଳାର୍ଥକ ବଳି ସ୍ଵେଚ୍ଛାଦତ୍ତ ଉପହାର ରୂପେ ଉତ୍ସର୍ଗ କରିବେ, ସେତେବେଳେ ତାଙ୍କ ପାଇଁ ପୂର୍ବାଭିମୁଖ ଦ୍ୱାର ଫିଟାଯିବ, ଆଉ ସେ ବିଶ୍ରାମ ଦିନରେ ଯେପରି କରନ୍ତି, ସେହିପରି ଆପଣା ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ। ତହୁଁ ସେ ବାହାରି ଯିବେ ଓ ବାହାରିଗଲା ଉତ୍ତାରେ ଦ୍ୱାର ବନ୍ଦ କରାଯିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅଧିପତି ଯେତେବେଳେ ସ୍ଵେଚ୍ଛାଦତ୍ତ ଉପହାର, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଅବା ମଙ୍ଗଳାର୍ଥକ ବଳି ସ୍ଵେଚ୍ଛାଦତ୍ତ ଉପହାର ରୂପେ ଉତ୍ସର୍ଗ କରିବେ, ସେତେବେଳେ ତାଙ୍କ ପାଇଁ ପୂର୍ବାଭିମୁଖ ଦ୍ୱାର ଫିଟାଯିବ, ଆଉ ସେ ବିଶ୍ରାମ ଦିନରେ ଯେପରି କରନ୍ତି, ସେହିପରି ଆପଣା ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ। ତହୁଁ ସେ ବାହାରି ଯିବେ ଓ ବାହାରି ଗଲା ଉତ୍ତାରେ ଦ୍ୱାର ବନ୍ଦ କରାଯିବ।