Ezekiel 46:13 — Compare Translations

5 translations compared side by side

Odia - 1840
"ପୁଣି ତୁମ୍ଭେ ପ୍ରତିଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ହାମବେଳି ନିମନ୍ତେ ଏକ ବର୍ଷୀଯ ନିଖୁଣ ଏକ ମଷେ ଶାବକ ଉତ୍ସର୍ଗ କରିବ। ତାହା ତୁମ୍ଭେ ପ୍ରତି ପ୍ରଭାତ ରେ ଉତ୍ସର୍ଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେ ପ୍ରତିଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ଏକ ବର୍ଷୀୟ ନିର୍ଦ୍ଦୋଷ ଏକ ମେଷଶାବକ ଉତ୍ସର୍ଗ କରିବ; ପ୍ରତି ପ୍ରଭାତ ତୁମ୍ଭେ ତାହା ଉତ୍ସର୍ଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟହ ନୈବେଦ୍ୟ “ପୁଣି ତୁମ୍ଭେ ପ୍ରତିଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ଏକ ବର୍ଷୀୟ ନିଖୁଣ ଏକ ମେଷ ଶାବକ ଉତ୍ସର୍ଗ କରିବ। ତାହା ତୁମ୍ଭେ ପ୍ରତି ପ୍ରଭାତରେ ଉତ୍ସର୍ଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ପ୍ରତିଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ଏକ ବର୍ଷୀୟ ନିର୍ଦ୍ଦୋଷ ଏକ ମେଷଶାବକ ଉତ୍ସର୍ଗ କରିବ; ପ୍ରତି ପ୍ରଭାତ ତୁମ୍ଭେ ତାହା ଉତ୍ସର୍ଗ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ପ୍ରତିଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ଏକ ବର୍ଷୀୟ ନିର୍ଦ୍ଦୋଷ ଏକ ମେଷଶାବକ ଉତ୍ସର୍ଗ କରିବ; ପ୍ରତି ପ୍ରଭାତ ତୁମ୍ଭେ ତାହା ଉତ୍ସର୍ଗ କରିବ।