Ezekiel 46:14 — Compare Translations
5 translations compared side by side
Odia - 1840
"ଆଉ ତାହା ସହିତ ତୁମ୍ଭେ ପ୍ରତି ପ୍ରଭାତ ଭକ୍ଷ୍ଯ ନବୈେଦ୍ଯ ରୂପେ ଏକ ଐଫାର ଏକ ଷଷ୍ଠାଂଶ ଓ ସରୁ ମଇଦାକୁ ତିନ୍ତାଇବାକୁ ଏକ ହୀନର ଏକ ତୃତୀଯାଂଶ ତୈଳ ଉତ୍ସର୍ଗ କରିବ। ଏହି ଶସ୍ଯ ନବୈେଦ୍ଯ ବନ୍ଦ ନ କରି ସର୍ବଦା ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତହିଁ ସଙ୍ଗେ ତୁମ୍ଭେ ପ୍ରତି ପ୍ରଭାତ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଐଫାର ଷଷ୍ଠାଂଶ ଓ ସରୁ ମଇଦାକୁ ତିନ୍ତାଇବା ପାଇଁ ଏକ ହିନ୍ର ତୃତୀୟାଂଶ ତୈଳ ଉତ୍ସର୍ଗ କରିବ; ଏହା ନିତ୍ୟସ୍ଥାୟୀ ବିଧି ଅନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଚିରକାଳୀନ ଭକ୍ଷ୍ୟ ନୈବେଦ୍ୟ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତାହା ସହିତ ତୁମ୍ଭେ ପ୍ରତି ପ୍ରଭାତ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଐଫାର ଏକ ଷଷ୍ଠାଂଶ ଓ ସରୁ ମଇଦାକୁ ତିନ୍ତାଇବାକୁ ଏକ ହୀନର ଏକ ତୃତୀୟାଂଶ ତୈଳ ଉତ୍ସର୍ଗ କରିବ। ଏହି ଶସ୍ୟ ନୈବେଦ୍ୟ ବନ୍ଦ ନ କରି ସର୍ବଦା ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତହିଁ ସଙ୍ଗେ ତୁମ୍ଭେ ପ୍ରତି ପ୍ରଭାତ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଐଫାର ଷଷ୍ଠାଂଶ ଓ ସରୁ ମଇଦାକୁ ତିନ୍ତାଇବା ପାଇଁ ଏକ ହିନ୍ର ତୃତୀୟାଂଶ ତୈଳ ଉତ୍ସର୍ଗ କରିବ; ଏହା ନିତ୍ୟସ୍ଥାୟୀ ବିଧି ଅନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଚିରକାଳୀନ ଭକ୍ଷ୍ୟ ନୈବେଦ୍ୟ ଅଟେ।
Odia IRV 2017 (ଓଡିଆ ବାଇବେଲ)