Ezekiel 46:15 — Compare Translations

5 translations compared side by side

Odia - 1840
"ଏହିରୂପେ ଲୋକମାନେ ନିତ୍ଯ ହାମବେଳି ରୂପେ ପ୍ରତି ପ୍ରଭାତ ରେ ମଷେଛୁଆ, ଭକ୍ଷ୍ଯ ନବୈେଦ୍ଯ ଓ ତୈଳ ଉତ୍ସର୍ଗ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଲୋକମାନେ ନିତ୍ୟ ହୋମବଳି ରୂପେ ପ୍ରତି ପ୍ରଭାତ ମେଷ, ଭକ୍ଷ୍ୟ ନୈବେଦ୍ୟ ଓ ତୈଳ ଉତ୍ସର୍ଗ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିରୂପେ ଲୋକମାନେ ନିତ୍ୟ ହୋମବଳି ରୂପେ ପ୍ରତି ପ୍ରଭାତରେ ମେଷଛୁଆ, ଭକ୍ଷ୍ୟ ନୈବେଦ୍ୟ ଓ ତୈଳ ଉତ୍ସର୍ଗ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଲୋକମାନେ ନିତ୍ୟ ହୋମବଳି ରୂପେ ପ୍ରତି ପ୍ରଭାତ ମେଷ, ଭକ୍ଷ୍ୟ ନୈବେଦ୍ୟ ଓ ତୈଳ ଉତ୍ସର୍ଗ କରିବେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଲୋକମାନେ ନିତ୍ୟ ହୋମବଳି ରୂପେ ପ୍ରତି ପ୍ରଭାତ ମେଷ, ଭକ୍ଷ୍ୟ ନୈବେଦ୍ୟ ଓ ତୈଳ ଉତ୍ସର୍ଗ କରିବେ।