Ezekiel 46:16 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାରେ ପ୍ରଭୁ କହନ୍ତି, ଯଦି ଅଧିପତି ନିଜ ପୁତ୍ରମାନଙ୍କରୁ ଜଣକୁ ତାଙ୍କ ଭୂମିର ଅଂଶରୁ ଗୋଟିଏ ଉପହାର କରନ୍ତି, ତବେେ ତା'ର ଉତ୍ତରାଧିକାରୀ ସହେି ପୁତ୍ରମାନେ ହବେେ। ଏହା ସମାନଙ୍କେର ସମ୍ପତ୍ତି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ଅଧିପତି ଯେବେ ଆପଣା ପୁତ୍ରଗଣ ମଧ୍ୟରୁ କାହାକୁ କିଛି ଦାନ କରନ୍ତି, ତେବେ ତାହା ତାଙ୍କ ଉତ୍ତରାଧିକାର, ତାହା ତାଙ୍କ ପୁତ୍ରଗଣର ହେବ; ସେମାନେ ଉତ୍ତରାଧିକାରକ୍ରମେ ତାହା ଭୋଗ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଅଧିପତିଙ୍କ ଉତ୍ତରାଧିକାରୀଙ୍କ ପାଇଁ ବିଧି ସଦାପ୍ରଭୁ ମୋର ପ୍ରଭୁ କହନ୍ତି, “ଯଦି ଅଧିପତି ନିଜ ପୁତ୍ରମାନଙ୍କରୁ ଜଣକୁ ତାଙ୍କ ଭୂମିର ଅଂଶରୁ ଗୋଟିଏ ଉପହାର କରନ୍ତି, ତେବେ ତା’ର ଉତ୍ତରାଧିକାରୀ ସେହି ପୁତ୍ରମାନେ ହେବେ। ଏହା ସେମାନଙ୍କର ସମ୍ପତ୍ତି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଅଧିପତି ଯଦି ଆପଣା ପୁତ୍ରଗଣ ମଧ୍ୟରୁ କାହାକୁ କିଛି ଦାନ କରନ୍ତି, ତେବେ ତାହା ତାଙ୍କ ଉତ୍ତରାଧିକାର, ତାହା ତାଙ୍କ ପୁତ୍ରଗଣର ହେବ; ସେମାନେ ଉତ୍ତରାଧିକାର କ୍ରମେ ତାହା ଭୋଗ କରିବେ।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଅଧିପତି ଯଦି ଆପଣା ପୁତ୍ରଗଣ ମଧ୍ୟରୁ କାହାକୁ କିଛି ଦାନ କରନ୍ତି, ତେବେ ତାହା ତାଙ୍କ ଉତ୍ତରାଧିକାର, ତାହା ତାଙ୍କ ପୁତ୍ରଗଣର ହେବ; ସେମାନେ ଉତ୍ତରାଧିକାର କ୍ରମେ ତାହା ଭୋଗ କରିବେ।