Ezekiel 46:17 — Compare Translations

5 translations compared side by side

Odia - 1840
"ମାତ୍ର ଯଦି ଅଧିପତି ନିଜ ଦାସମାନଙ୍କ ମଧ୍ଯରୁ କାହାକୁ କିଛି ଦାନ କରନ୍ତି, ତବେେ ତାହା ମୁକ୍ତିବର୍ଷ ପର୍ୟ୍ଯନ୍ତ ତାହାର ହବେ। ଓ ତା'ପ ରେ ତାହା ଅଧିପତି ନିକଟକୁ ଫରେିୟିବ। ଆଉ ସେ ଉତ୍ତରାଧିକାରିତ୍ବ କବଳେ ତାଙ୍କ ପୁତ୍ରଗଣର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ଯେବେ ଆପଣାର ଦାସମାନଙ୍କ ମଧ୍ୟରୁ ଜଣକୁ ଆପଣା ଉତ୍ତରାଧିକାରରୁ କିଛି ଦାନ କରନ୍ତି, ତେବେ ତାହା ମୁକ୍ତି ବର୍ଷ ପର୍ଯ୍ୟନ୍ତ ତାହାର ହେବ; ତହିଁ ଉତ୍ତାରେ ତାହା ଅଧିପତିଙ୍କର ହେବ; ତାଙ୍କ ଉତ୍ତରାଧିକାରୀତ୍ଵ କେବଳ ତାଙ୍କ ପୁତ୍ରଗଣର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯଦି ଅଧିପତି ନିଜ ଦାସମାନଙ୍କ ମଧ୍ୟରୁ କାହାକୁ କିଛି ଦାନ କରନ୍ତି, ତେବେ ତାହା ମୁକ୍ତିବର୍ଷ ପର୍ଯ୍ୟନ୍ତ ତାହାର ହେବ। ଓ ତା’ପରେ ତାହା ଅଧିପତି ନିକଟକୁ ଫେରିଯିବ। ଆଉ ସେ ଉତ୍ତରାଧିକାରିତ୍ୱ କେବଳ ତାଙ୍କ ପୁତ୍ରଗଣର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ଯଦି ଆପଣାର ଦାସମାନଙ୍କ ମଧ୍ୟରୁ ଜଣକୁ ଆପଣା ଉତ୍ତରାଧିକାରରୁ କିଛି ଦାନ କରନ୍ତି, ତେବେ ତାହା ମୁକ୍ତି ବର୍ଷ ପର୍ଯ୍ୟନ୍ତ ତାହାର ହେବ; ତହିଁ ଉତ୍ତାରେ ତାହା ଅଧିପତିଙ୍କର ହେବ; ତାଙ୍କ ଉତ୍ତରାଧିକାରୀତ୍ତ୍ୱ କେବଳ ତାଙ୍କ ପୁତ୍ରଗଣର ହେବ।
Odia IRV 2017 (ଓଡିଆ ବାଇବେଲ)