Ezekiel 46:18 — Compare Translations
5 translations compared side by side
Odia - 1840
"ଆଉ ଅଧିପତି ନିଶ୍ଚଯ ଲୋକମାନଙ୍କୁ ସମାନଙ୍କେ ଉତ୍ତରାଧିକାରୀରୁ ବଞ୍ଚିତ କରିପାରିବେ ନାହିଁ, ସମାନଙ୍କେର ସମ୍ପତ୍ତିରୁ ତଡ଼ି ଦଇପୋରିବ ନାହିଁ। ତାଙ୍କର ପୁତ୍ରଗଣ କବଳେ ତାଙ୍କର ସମ୍ପତ୍ତିର ଅଧିକାର ପାଇବେ। ଏହି ପ୍ରକା ରେ ମାରେ କୌଣସି ଲୋକ ତା'ର ସମ୍ପତ୍ତିରୁ ଅଲଗା ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଅଧିପତି ଲୋକମାନଙ୍କୁ ସେମାନଙ୍କ ଅଧିକାରରୁ ଚ୍ୟୁତ କରିବା ନିମନ୍ତେ ସେମାନଙ୍କ ଉତ୍ତରାଧିକାର ହରଣ କରିବେ ନାହିଁ; ଆମ୍ଭର ଲୋକମାନେ ଆପଣା ଆପଣା ଅଧିକାରରୁ ଯେପରି ଛିନ୍ନଭିନ୍ନ ହୋଇ ନ ଯାʼନ୍ତି, ଏଥିପାଇଁ ସେ ଆପଣା ଅଧିକାର ମଧ୍ୟରୁ ଆପଣା ପୁତ୍ରମାନଙ୍କୁ ଉତ୍ତରାଧିକାର ଦାନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଅଧିପତି ନିଶ୍ଚୟ ଲୋକମାନଙ୍କୁ ସେମାନଙ୍କ ଉତ୍ତରାଧିକାରୀରୁ ବଞ୍ଚିତ କରି ପାରିବେ ନାହିଁ, ସେମାନଙ୍କର ସମ୍ପତ୍ତିରୁ ତଡ଼ି ଦେଇ ପାରିବ ନାହିଁ। ତାଙ୍କର ପୁତ୍ରଗଣ କେବଳ ତାଙ୍କର ସମ୍ପତ୍ତିର ଅଧିକାର ପାଇବେ। ଏହି ପ୍ରକାରେ ମୋର କୌଣସି ଲୋକ ତା’ର ସମ୍ପତ୍ତିରୁ ଅଲଗା ହେବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଅଧିପତି ଲୋକମାନଙ୍କୁ ସେମାନଙ୍କ ଅଧିକାରରୁ ଚ୍ୟୁତ କରିବା ନିମନ୍ତେ ସେମାନଙ୍କ ଉତ୍ତରାଧିକାର ହରଣ କରିବେ ନାହିଁ; ଆମ୍ଭର ଲୋକମାନେ ଆପଣା ଆପଣା ଅଧିକାରରୁ ଯେପରି ଛିନ୍ନଭିନ୍ନ ହୋଇ ନ ଯାʼନ୍ତି, ଏଥିପାଇଁ ସେ ଆପଣା ଅଧିକାର ମଧ୍ୟରୁ ଆପଣା ପୁତ୍ରମାନଙ୍କୁ ଉତ୍ତରାଧିକାର ଦାନ କରିବେ।”
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଅଧିପତି ଲୋକମାନଙ୍କୁ ସେମାନଙ୍କ ଅଧିକାରରୁ ଚ୍ୟୁତ କରିବା ନିମନ୍ତେ ସେମାନଙ୍କ ଉତ୍ତରାଧିକାର ହରଣ କରିବେ ନାହିଁ; ଆମ୍ଭର ଲୋକମାନେ ଆପଣା ଆପଣା ଅଧିକାରରୁ ଯେପରି ଛିନ୍ନଭିନ୍ନ ହୋଇ ନ ଯା’ନ୍ତି, ଏଥିପାଇଁ ସେ ଆପଣା ଅଧିକାର ମଧ୍ୟରୁ ଆପଣା ପୁତ୍ରମାନଙ୍କୁ ଉତ୍ତରାଧିକାର ଦାନ କରିବେ।