Ezekiel 46:19 — Compare Translations

5 translations compared side by side

Odia - 1840
"ତା'ପ ରେ ସେ ଦ୍ବାର ପାଶର୍‌ବସ୍ଥ ପ୍ରବେଶ ପଥଦଇେ ମାେତେ ଯାଜକମାନଙ୍କର ଉତ୍ତରାଭିମୁଖ ପବିତ୍ର କୋଠରୀକୁ ଆଣିଲେ। ମୁଁ ସଠାେ ରେ ପଶ୍ଚିମ ରେ ଏକ ସ୍ଥାନ ଥିବାର ଦେଖିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେ ଦ୍ଵାର ପାର୍ଶ୍ଵସ୍ଥ ପ୍ରବେଶ ପଥ ଦେଇ ମୋତେ ଯାଜକମାନଙ୍କର ଉତ୍ତରାଭିମୁଖ ପବିତ୍ର କୋଠରି-ଶ୍ରେଣୀକି ଆଣିଲେ; ଆଉ ଦେଖ, ସେଠାରେ ପଶ୍ଚିମ ଦିଗର ପଶ୍ଚାତ୍ ଭାଗରେ ଏକ ସ୍ଥାନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱତନ୍ତ୍ର ପାକଶାଳା ତା’ପରେ ସେ ଦ୍ୱାର ପାର୍ଶ୍ୱସ୍ଥ ପ୍ରବେଶ ପଥଦେଇ ମୋତେ ଯାଜକମାନଙ୍କର ଉତ୍ତରାଭିମୁଖ ପବିତ୍ର କୋଠରୀକୁ ଆଣିଲେ। ମୁଁ ସେଠାରେ ପଶ୍ଚିମରେ ଏକ ସ୍ଥାନ ଥିବାର ଦେଖିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେ ଦ୍ୱାର ପାର୍ଶ୍ୱସ୍ଥ ପ୍ରବେଶ ପଥ ଦେଇ ମୋତେ ଯାଜକମାନଙ୍କର ଉତ୍ତରାଭିମୁଖ ପବିତ୍ର କୋଠରି-ଶ୍ରେଣୀକୁ ଆଣିଲେ; ଆଉ ଦେଖ, ସେଠାରେ ପଶ୍ଚିମ ଦିଗର ପଶ୍ଚାତ ଭାଗରେ ଏକ ସ୍ଥାନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେ ଦ୍ୱାର ପାର୍ଶ୍ୱସ୍ଥ ପ୍ରବେଶ ପଥ ଦେଇ ମୋତେ ଯାଜକମାନଙ୍କର ଉତ୍ତରାଭିମୁଖ ପବିତ୍ର କୋଠରି-ଶ୍ରେଣୀକୁ ଆଣିଲେ; ଆଉ ଦେଖ, ସେଠାରେ ପଶ୍ଚିମ ଦିଗର ପଶ୍ଚାତ ଭାଗରେ ଏକ ସ୍ଥାନ ଥିଲା।