Ezekiel 46:2 — Compare Translations

5 translations compared side by side

Odia - 1840
"ପୁଣି ଅଧିପତି ବାହାର ଦ୍ବାରର ବାରଣ୍ଡା ଦଇେ ପ୍ରବେଶ କରିବେ ଓ ଦ୍ବାର ଚୌକାଠ ନିକଟରେ ଠିଆ ହବେେ। ଆଉ ଯାଜକମାନେ ତାଙ୍କର ହାମାେର୍ଥକ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ। ସେ ଦ୍ବାର ପ୍ରବେଶ ସ୍ଥାନ ରେ ପ୍ରଣାମ କରିବେ ଓ ତା'ପ ରେ ବାହାରି ଯିବେ। କିନ୍ତୁ ସନ୍ଧ୍ଯା ପର୍ୟ୍ଯନ୍ତ ଦ୍ବାର ବନ୍ଦ କରାୟିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଅଧିପତି ବାହାର ଦ୍ଵାରର ବରଣ୍ତା ପଥ ଦେଇ ପ୍ରବେଶ କରି ଦ୍ଵାର-ଚୌକାଠ ନିକଟରେ ଠିଆ ହେବେ ଓ ଯାଜକମାନେ ତାଙ୍କର ହୋମାର୍ଥକ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ, ଆଉ ସେ ଦ୍ଵାର-ପ୍ରବେଶ ସ୍ଥାନରେ ପ୍ରଣାମ କରିବେ ଓ ତହିଁ ଉତ୍ତାରେ ବାହାରି ଯିବେ; ମାତ୍ର ସନ୍ଧ୍ୟା ପର୍ଯ୍ୟନ୍ତ ଦ୍ଵାର ବନ୍ଦ କରାଯିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଅଧିପତି ବାହାର ଦ୍ୱାରର ବାରଣ୍ଡା ଦେଇ ପ୍ରବେଶ କରିବେ ଓ ଦ୍ୱାର ଚୌକାଠ ନିକଟରେ ଠିଆ ହେବେ। ଆଉ ଯାଜକମାନେ ତାଙ୍କର ହୋମାର୍ଥକ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ। ସେ ଦ୍ୱାର ପ୍ରବେଶ ସ୍ଥାନରେ ପ୍ରଣାମ କରିବେ ଓ ତା’ପରେ ବାହାରି ଯିବେ। କିନ୍ତୁ ସନ୍ଧ୍ୟା ପର୍ଯ୍ୟନ୍ତ ଦ୍ୱାର ବନ୍ଦ କରାଯିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅଧିପତି ବାହାର ଦ୍ୱାରର ବାରଣ୍ଡା ପଥ ଦେଇ ପ୍ରବେଶ କରି ଦ୍ୱାର-ଚୌକାଠ ନିକଟରେ ଠିଆ ହେବେ ଓ ଯାଜକମାନେ ତାଙ୍କର ହୋମାର୍ଥକ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ, ଆଉ ସେ ଦ୍ୱାର-ପ୍ରବେଶ ସ୍ଥାନରେ ପ୍ରଣାମ କରିବେ ଓ ତହିଁ ଉତ୍ତାରେ ବାହାରି ଯିବେ; ମାତ୍ର ସନ୍ଧ୍ୟା ପର୍ଯ୍ୟନ୍ତ ଦ୍ୱାର ବନ୍ଦ କରାଯିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)