Ezekiel 46:20 — Compare Translations

5 translations compared side by side

Odia - 1840
"ସେ ମାେତେ କହିଲେ, ଏହି ସ୍ଥାନ ରେ ଯାଜକମାନେ ଦୋଷାର୍ଥକ ବଳି ଓ ପାପାର୍ଥକ ବଳି ସିଦ୍ଧ କରିବେ, ଆଉ ଭକ୍ଷ୍ଯ ନବୈେଦ୍ଯ ପାକ କରିବେ। ସମାନେେ ଲୋକମାନଙ୍କୁ ପବିତ୍ର କରିବା ନିମନ୍ତେ ତାହାର ପ୍ରାଙ୍ଗଣକୁ ତାହାସବୁ ଆଣିବା ଦରକାର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ମୋତେ କହିଲେ, ଏହି ସ୍ଥାନରେ ଯାଜକମାନେ ଦୋଷାର୍ଥକ ବଳି ଓ ପାପାର୍ଥକ ବଳି ସିଦ୍ଧ କରିବେ ଓ ଭକ୍ଷ୍ୟ ନୈବେଦ୍ୟ ପାକ କରିବେ; ସେମାନେ ଲୋକମାନଙ୍କୁ ଶୁଚି କରିବା ନିମନ୍ତେ ବାହାର ପ୍ରାଙ୍ଗଣକୁ ତାହାସବୁ ଆଣିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ମୋତେ କହିଲେ, “ଏହି ସ୍ଥାନରେ ଯାଜକମାନେ ଦୋଷାର୍ଥକ ବଳି ଓ ପାପାର୍ଥକ ବଳି ସିଦ୍ଧ କରିବେ, ଆଉ ଭକ୍ଷ୍ୟ ନୈବେଦ୍ୟ ପାକ କରିବେ। ସେମାନେ ଲୋକମାନଙ୍କୁ ପବିତ୍ର କରିବା ନିମନ୍ତେ ତାହାର ପ୍ରାଙ୍ଗଣକୁ ତାହା ସବୁ ଆଣିବା ଦରକାର ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ମୋତେ କହିଲେ, “ଏହି ସ୍ଥାନରେ ଯାଜକମାନେ ଦୋଷାର୍ଥକ ବଳି, ପାପାର୍ଥକ ବଳି ସିଦ୍ଧ କରିବେ ଓ ଭକ୍ଷ୍ୟ ନୈବେଦ୍ୟ ପାକ କରିବେ; ସେମାନେ ଲୋକମାନଙ୍କୁ ଶୁଚି କରିବା ନିମନ୍ତେ ବାହାର ପ୍ରାଙ୍ଗଣକୁ ତାହାସବୁ ଆଣିବେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ମୋତେ କହିଲେ, “ଏହି ସ୍ଥାନରେ ଯାଜକମାନେ ଦୋଷାର୍ଥକ ବଳି, ପାପାର୍ଥକ ବଳି ସିଦ୍ଧ କରିବେ ଓ ଭକ୍ଷ୍ୟ ନୈବେଦ୍ୟ ପାକ କରିବେ; ସେମାନେ ଲୋକମାନଙ୍କୁ ଶୁଚି କରିବା ନିମନ୍ତେ ବାହାର ପ୍ରାଙ୍ଗଣକୁ ତାହାସବୁ ଆଣିବେ ନାହିଁ।”