Ezekiel 46:21 — Compare Translations
5 translations compared side by side
Odia - 1840
"ଏହାପ ରେ ସେ ମାେତେ ବାହାର ପ୍ରାଙ୍ଗଣକୁ ଆଣି ସହେି ପ୍ରାଙ୍ଗଣର ଚାରିକଣ ଦଇେ ଗମନ କରାଇଲେ। ଆଉ ସହେି ପ୍ରାଙ୍ଗଣର ପ୍ରେତ୍ୟକକ କଣ ରେ ଗୋଟିଏ ଗୋଟିଏ ପ୍ରାଙ୍ଗଣ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେ ମୋତେ ବାହାର ପ୍ରାଙ୍ଗଣକୁ ଆଣି ସେହି ପ୍ରାଙ୍ଗଣର ଚାରି କୋଣ ଦେଇ ଗମନ କରାଇଲେ; ଆଉ ଦେଖ, ସେହି ପ୍ରାଙ୍ଗଣର ପ୍ରତ୍ୟେକ କୋଣରେ ଗୋଟିଏ ଗୋଟିଏ ପ୍ରାଙ୍ଗଣ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେ ମୋତେ ବାହାର ପ୍ରାଙ୍ଗଣକୁ ଆଣି ସେହି ପ୍ରାଙ୍ଗଣର ଗ୍ଭରିକୋଣ ଦେଇ ଗମନ କରାଇଲେ। ଆଉ ସେହି ପ୍ରାଙ୍ଗଣର ପ୍ରତ୍ୟେକ କୋଣରେ ଗୋଟିଏ ଗୋଟିଏ ପ୍ରାଙ୍ଗଣ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେ ମୋତେ ବାହାର ପ୍ରାଙ୍ଗଣକୁ ଆଣି ସେହି ପ୍ରାଙ୍ଗଣର ଚାରି କୋଣ ଦେଇ ଗମନ କରାଇଲେ; ଆଉ ଦେଖ, ସେହି ପ୍ରାଙ୍ଗଣର ପ୍ରତ୍ୟେକ କୋଣରେ ଗୋଟିଏ ଗୋଟିଏ ପ୍ରାଙ୍ଗଣ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେ ମୋତେ ବାହାର ପ୍ରାଙ୍ଗଣକୁ ଆଣି ସେହି ପ୍ରାଙ୍ଗଣର ଚାରି କୋଣ ଦେଇ ଗମନ କରାଇଲେ; ଆଉ ଦେଖ, ସେହି ପ୍ରାଙ୍ଗଣର ପ୍ରତ୍ୟେକ କୋଣରେ ଗୋଟିଏ ଗୋଟିଏ ପ୍ରାଙ୍ଗଣ ଥିଲା।