Ezekiel 46:22 — Compare Translations

5 translations compared side by side

Odia - 1840
"ପ୍ରାଙ୍ଗଣର ଚାରି କଣ ରେ ଚାଳିଶ ହାତ ର୍ଦୈଘ୍ଯ ଓ ତିରିଶ ହାତ ପ୍ରସ୍ଥ ପ୍ରାଚୀର ବିଶିଷ୍ଟ ଏକ ଏକ େଛାଟ ପ୍ରାଙ୍ଗଣ ଥିଲା। କଣମାନଙ୍କର ଏହି ଚାରି ପ୍ରାଙ୍ଗଣର ମାପ ସମାନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରାଙ୍ଗଣର ଚାରି କୋଣରେ ଚାଳିଶ ହାତ ଦୀର୍ଘ ଓ ତିରିଶ ହାତ ପ୍ରସ୍ଥ ପ୍ରାଚୀରବେଷ୍ଟିତ ଏକ ଏକ ପ୍ରାଙ୍ଗଣ ଥିଲା; କୋଣମାନର ଏହି ଚାରି ପ୍ରାଙ୍ଗଣର ସମାନ ମାପ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରାଙ୍ଗଣର ଗ୍ଭରି କୋଣରେ ଗ୍ଭଳିଶ୍ ହାତ ଦୈର୍ଘ୍ୟ ଓ ତିରିଶ୍ ହାତ ପ୍ରସ୍ଥ ପ୍ରାଚୀର ବିଶିଷ୍ଟ ଏକ ଏକ ଛୋଟ ପ୍ରାଙ୍ଗଣ ଥିଲା। କୋଣମାନଙ୍କର ଏହି ଗ୍ଭରି ପ୍ରାଙ୍ଗଣର ମାପ ସମାନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରାଙ୍ଗଣର ଚାରି କୋଣରେ ଚାଳିଶ ହାତ ଦୀର୍ଘ ଓ ତିରିଶ ହାତ ପ୍ରସ୍ଥ ପ୍ରାଚୀର-ବେଷ୍ଟିତ ଏକ ଏକ ପ୍ରାଙ୍ଗଣ ଥିଲା; କୋଣମାନର ଏହି ଚାରି ପ୍ରାଙ୍ଗଣର ସମାନ ମାପ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପ୍ରାଙ୍ଗଣର ଚାରି କୋଣରେ ଚାଳିଶ ହାତ ଦୀର୍ଘ ଓ ତିରିଶ ହାତ ପ୍ରସ୍ଥ ପ୍ରାଚୀରବେଷ୍ଟିତ ଏକ ଏକ ପ୍ରାଙ୍ଗଣ ଥିଲା; କୋଣମାନର ଏହି ଚାରି ପ୍ରାଙ୍ଗଣର ସମାନ ମାପ ଥିଲା।