Ezekiel 46:23 — Compare Translations

5 translations compared side by side

Odia - 1840
"ସହେି ପ୍ରାଙ୍ଗଣର ଚାରିପାଖ ରେ ଥାକ ଥିଲା। ସହେି ଥାକ ଭିତର ପାଖକୁ ଲାଗି ପାକସ୍ଥାନ ନିର୍ମିତ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେହି ଚାରିର ଭିତରେ ଚାରିଆଡ଼େ ଏକ ଏକ ଧାଡ଼ି ଗାନ୍ଥୁନୀ ଥିଲା, ଆଉ ସେହିସବୁ ଧାଡ଼ିର ତଳେ ଚାରିଆଡ଼େ ପାକ ସ୍ଥାନ ନିର୍ମିତ ହୋଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ପ୍ରାଙ୍ଗଣର ଗ୍ଭରିପାଖରେ ଥାକ ଥିଲା। ସେହି ଥାକ ଭିତର ପାଖକୁ ଲାଗି ପାକସ୍ଥାନ ନିର୍ମିତ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ଚାରିର ଭିତରେ ଚାରିଆଡ଼େ ଏକ ଏକ ଧାଡ଼ି ଗାନ୍ଥୁନୀ ଥିଲା, ଆଉ ସେହି ସବୁ ଧାଡ଼ିର ତଳେ ଚାରିଆଡ଼େ ପାକ ସ୍ଥାନ ନିର୍ମିତ ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ଚାରିର ଭିତରେ ଚାରିଆଡ଼େ ଏକ ଏକ ଧାଡ଼ି ଗାନ୍ଥୁନୀ ଥିଲା, ଆଉ ସେହିସବୁ ଧାଡ଼ିର ତଳେ ଚାରିଆଡ଼େ ପାକ ସ୍ଥାନ ନିର୍ମିତ ହୋଇଥିଲା।