Ezekiel 46:24 — Compare Translations
5 translations compared side by side
Odia - 1840
"ଆଉ ସେ ମାେତେ କହିଲେ, ଏସବୁ ପାକ ଗୃହ ଓ ଏହି ସ୍ଥାନ ରେ ଗୃହର ପରିଚାରକମାନେ ଲୋକମାନଙ୍କ ବଳି ସିଦ୍ଧ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେ ମୋତେ କହିଲେ, ଏସବୁ ପାକ ଗୃହ, ଏସ୍ଥାନରେ ଗୃହର ପରିଚାରକମାନେ ଲୋକମାନଙ୍କ ବଳି ସିଦ୍ଧ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେ ମୋତେ କହିଲେ, “ଏସବୁ ପାକ ଗୃହ ଓ ଏହି ସ୍ଥାନରେ ଗୃହର ପରିଗ୍ଭରକମାନେ ଲୋକମାନଙ୍କ ବଳି ସିଦ୍ଧ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେ ମୋତେ କହିଲେ, “ସବୁ ପାକ ଗୃହ, ଏହି ସ୍ଥାନରେ ଗୃହର ପରିଚାରକମାନେ ଲୋକମାନଙ୍କ ବଳି ସିଦ୍ଧ କରିବେ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେ ମୋତେ କହିଲେ, “ସବୁ ପାକ ଗୃହ, ଏସ୍ଥାନରେ ଗୃହର ପରିଚାରକମାନେ ଲୋକମାନଙ୍କ ବଳି ସିଦ୍ଧ କରିବେ।”