Ezekiel 46:3 — Compare Translations
5 translations compared side by side
Odia - 1840
"ଆଉ ବିଶ୍ରାମ ବାର ରେ ଓ ଅମାବାସ୍ଯା ରେ ସହେି ଦ୍ବାର ପ୍ରବେଶ ସ୍ଥାନ ନିକଟରେ ଦେଶର ସାଧାରଣ ଲୋକମାନେ ସଦାପ୍ରଭୁଙ୍କ ସମ୍ମୁଖ ରେ ପ୍ରଣାମ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଦେଶର ଲୋକମାନେ ବିଶ୍ରାମବାରରେ ଓ ଅମାବାସ୍ୟାରେ ସେହି ଦ୍ଵାର-ପ୍ରବେଶ ସ୍ଥାନ ନିକଟରେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରଣାମ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ବିଶ୍ରାମ ବାରରେ ଓ ଅମାବାସ୍ୟାରେ ସେହି ଦ୍ୱାର ପ୍ରବେଶ ସ୍ଥାନ ନିକଟରେ ଦେଶର ସାଧାରଣ ଲୋକମାନେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରଣାମ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଦେଶର ଲୋକମାନେ ବିଶ୍ରାମବାରରେ ଓ ଅମାବାସ୍ୟାରେ ସେହି ଦ୍ୱାର-ପ୍ରବେଶ ସ୍ଥାନ ନିକଟରେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରଣାମ କରିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଦେଶର ଲୋକମାନେ ବିଶ୍ରାମବାରରେ ଓ ଅମାବାସ୍ୟାରେ ସେହି ଦ୍ୱାର-ପ୍ରବେଶ ସ୍ଥାନ ନିକଟରେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରଣାମ କରିବେ।