Ezekiel 46:4 — Compare Translations

5 translations compared side by side

Odia - 1840
"ପୁଣି ଅଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଯେଉଁ ହାମବେଳି ଉତ୍ସର୍ଗ କରିବେ, ତାହା ବିଶ୍ରାମ ଦିନ ରେ ନିଖୁଣ ଛଅ ଗୋଟି ମଷେଶାବକ ଓ ନିଖୁଣ ଏକ ମଷେ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଅଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ହୋମବଳି ଉତ୍ସର୍ଗ କରିବେ, ତାହା ବିଶ୍ରାମ ଦିନରେ ନିର୍ଦ୍ଦୋଷ ଛଅଗୋଟି ମେଷଶାବକ ଓ ନିର୍ଦ୍ଦୋଷ ଏକଗୋଟି ମେଷ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ଅଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ହୋମବଳି ଉତ୍ସର୍ଗ କରିବେ, ତାହା ବିଶ୍ରାମ ଦିନରେ ନିଖୁଣ ଛଅ ଗୋଟି ମେଷଶାବକ ଓ ନିଖୁଣ ଏକ ମେଷ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ହୋମବଳି ଉତ୍ସର୍ଗ କରିବେ, ତାହା ବିଶ୍ରାମ ଦିନରେ ନିର୍ଦ୍ଦୋଷ ଛଅଗୋଟି ମେଷଶାବକ ଓ ନିର୍ଦ୍ଦୋଷ ଏକଗୋଟି ମେଷ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ହୋମବଳି ଉତ୍ସର୍ଗ କରିବେ, ତାହା ବିଶ୍ରାମ ଦିନରେ ନିର୍ଦ୍ଦୋଷ ଛଅଗୋଟି ମେଷଶାବକ ଓ ନିର୍ଦ୍ଦୋଷ ଏକଗୋଟି ମେଷ ହେବ।