Ezekiel 46:6 — Compare Translations
5 translations compared side by side
Odia - 1840
"ଅମାବାସ୍ଯା ଦିନ ହାମବେଳି ନିମନ୍ତେ ଏକ ନିଖୁଣ ଗୋବତ୍ସ ଛଅ ମଷେ ଶାବକ ଓ ଏକ ମଷେ ହବେ। ଆଉ ଏଗୁଡ଼ିକ ସବୁ ନିଖୁଣ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଅମାବାସ୍ୟା ଦିନ (ହୋମବଳି ନିମନ୍ତେ) ଏକ ନିର୍ଦ୍ଦୋଷ ଗୋବତ୍ସ ହେବ ଓ ଛଅ ମେଷଶାବକ ଓ ଏକ ମେଷ ହେବ; ଏସବୁ ନିର୍ଦ୍ଦୋଷ ହେବେ;
Odia Bible ERV 2004 (ପବିତ୍ର ବାଇବଲ)
“ଅମାବାସ୍ୟା ଦିନ ହୋମବଳି ନିମନ୍ତେ ଏକ ନିଖୁଣ ଗୋବତ୍ସ ଛଅ ମେଷ ଶାବକ ଓ ଏକ ମେଷ ହେବ। ଆଉ ଏଗୁଡ଼ିକ ସବୁ ନିଖୁଣ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଅମାବାସ୍ୟା ଦିନ (ହୋମବଳି ନିମନ୍ତେ) ଏକ ନିର୍ଦ୍ଦୋଷ ଗୋବତ୍ସ ହେବ, ଛଅ ମେଷଶାବକ ଓ ଏକ ମେଷ ହେବ; ଏସବୁ ନିର୍ଦ୍ଦୋଷ ହେବେ;
Odia IRV 2017 (ଓଡିଆ ବାଇବେଲ)
ଆଉ, ଅମାବାସ୍ୟା ଦିନ (ହୋମବଳି ନିମନ୍ତେ) ଏକ ନିର୍ଦ୍ଦୋଷ ଗୋବତ୍ସ ହେବ, ଛଅ ମେଷଶାବକ ଓ ଏକ ମେଷ ହେବ; ଏସବୁ ନିର୍ଦ୍ଦୋଷ ହେବେ;