Ezekiel 46:7 — Compare Translations
5 translations compared side by side
Odia - 1840
"ଆଉ ଅଧିପତି ଭକ୍ଷ୍ଯ ନବୈେଦ୍ଯ ରୂପେ ଗୋବତ୍ସ ସଙ୍ଗେ ଏକ ଐଫା ଶସ୍ଯ, ମଷେ ସଙ୍ଗେ ଏକ ଐଫା ଶସ୍ଯ ଓ ମଷେଶାବକମାନଙ୍କ ସଙ୍ଗେ ନିଜ ନିଜ ଶକ୍ତି ଅନୁସାରେ ଦବେେ। ଆଉ ଏକ ଏକ ଐଫା ପରି ଏକ ଏକ ହୀନ ତୈଳ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଭକ୍ଷ୍ୟ ନୈବେଦ୍ୟ ରୂପେ ଗୋବତ୍ସ ସଙ୍ଗେ ଏକ ଐଫା, ମେଷ ସଙ୍ଗେ ଏକ ଐଫା ଓ ମେଷଶାବକମାନଙ୍କ ସଙ୍ଗେ ଆପଣା ଶକ୍ତି ଅନୁସାରେ ଦେବେ, ଆଉ ଏକ ଏକ ଐଫା ପାଇଁ ଏକ ଏକ ହିନ୍ ତୈଳ ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଅଧିପତି ଭକ୍ଷ୍ୟ ନୈବେଦ୍ୟ ରୂପେ ଗୋବତ୍ସ ସଙ୍ଗେ ଏକ ଐଫା ଶସ୍ୟ, ମେଷ ସଙ୍ଗେ ଏକ ଐଫା ଶସ୍ୟ ଓ ମେଷଶାବକମାନଙ୍କ ସଙ୍ଗେ ନିଜ ନିଜ ଶକ୍ତି ଅନୁସାରେ ଦେବେ। ଆଉ ଏକ ଏକ ଐଫା ପରି ଏକ ଏକ ହୀନ ତୈଳ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଭକ୍ଷ୍ୟ ନୈବେଦ୍ୟ ରୂପେ ଗୋବତ୍ସ ସଙ୍ଗେ ଏକ ଐଫା, ମେଷ ସଙ୍ଗେ ଏକ ଐଫା ଓ ମେଷଶାବକମାନଙ୍କ ସଙ୍ଗେ ଆପଣା ଶକ୍ତି ଅନୁସାରେ ଦେବେ, ଆଉ ଏକ ଏକ ଐଫା ପାଇଁ ଏକ ଏକ ହିନ୍ ତୈଳ ଦେବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଭକ୍ଷ୍ୟ ନୈବେଦ୍ୟ ରୂପେ ଗୋବତ୍ସ ସଙ୍ଗେ ଏକ ଐଫା, ମେଷ ସଙ୍ଗେ ଏକ ଐଫା ଓ ମେଷଶାବକମାନଙ୍କ ସଙ୍ଗେ ଆପଣା ଶକ୍ତି ଅନୁସାରେ ଦେବେ, ଆଉ ଏକ ଏକ ଐଫା ପାଇଁ ଏକ ଏକ ହିନ୍ ତୈଳ ଦେବେ।