Ezekiel 46:8 — Compare Translations
5 translations compared side by side
Odia - 1840
"ପୁଣି ଅଧିପତି ପ୍ରବେଶ କଲା ବେଳେ ସହେି ଦ୍ବାର ବାରଣ୍ଡା ଦଇେ ଭିତରକୁ ପ୍ରବେଶ କରିବେ ଓ ସହେି ପଥ ଦଇେ ବାହାରି ଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଅଧିପତି ଯେତେବେଳେ ପ୍ରବେଶ କରିବେ, ସେତେବେଳେ ସେ ଦ୍ଵାର ବରଣ୍ତା ପଥ ଦେଇ ଭିତରେ ପ୍ରବେଶ କରିବେ ଓ ସେହି ପଥ ଦେଇ ବାହାରି ଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ଅଧିପତି ପ୍ରବେଶ କଲାବେଳେ ସେହି ଦ୍ୱାର ବାରଣ୍ଡା ଦେଇ ଭିତରକୁ ପ୍ରବେଶ କରିବେ ଓ ସେହି ପଥ ଦେଇ ବାହାରି ଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅଧିପତି ଯେତେବେଳେ ପ୍ରବେଶ କରିବେ, ସେତେବେଳେ ସେ ଦ୍ୱାର ବାରଣ୍ଡା ପଥ ଦେଇ ଭିତରେ ପ୍ରବେଶ କରିବେ ଓ ସେହି ପଥ ଦେଇ ବାହାରି ଯିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅଧିପତି ଯେତେବେଳେ ପ୍ରବେଶ କରିବେ, ସେତେବେଳେ ସେ ଦ୍ୱାର ବାରଣ୍ଡା ପଥ ଦେଇ ଭିତରେ ପ୍ରବେଶ କରିବେ ଓ ସେହି ପଥ ଦେଇ ବାହାରି ଯିବେ।