Ezekiel 46:9 — Compare Translations

5 translations compared side by side

Odia - 1840
"ମାତ୍ର ନିରୂପିତ ପର୍ବଦିନମାନଙ୍କ ରେ ଯେତବେେଳେ ଦେଶର ଲୋକମାନେ ସଦାପ୍ରଭୁଙ୍କ ଛାମୁକୁ ଆସିବେ, ସେତବେେଳେ ଯେଉଁ ଲୋକ ପ୍ରଣାମ କରିବା ପାଇଁ ଉତ୍ତର ଦ୍ବାର ପଥଦଇେ ଆସିବ, ସେ ଦକ୍ଷିଣ ଦ୍ବାର ପଥଦଇେ ବାହାରି ୟିବ। ଆଉ ଯେଉଁ ଲୋକ ଦକ୍ଷିଣ ଦ୍ବାର ପଥ ଦଇେ ଭିତରକୁ ପ୍ରବେଶ କରିବ, ସେ ଉତ୍ତର ଦ୍ବାର ପଥଦଇେ ବାହାରି ୟିବ। ମାତ୍ର କହେି ଯେଉଁ ଦ୍ବାର ଦଇେ ଆସିବେ ସହେି ଦ୍ବାର ଦଇେ ଫରେିବେ ନାହିଁ। ଆଉ ନିଜ ସମ୍ମୁଖସ୍ଥ ପଥ ଦଇେ ବାହାରି ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ନିରୂପିତ ପର୍ବମାନର ସମୟରେ ଯେତେ-ବେଳେ ଦେଶର ଲୋକମାନେ ସଦାପ୍ରଭୁଙ୍କ ଛାମୁକୁ ଆସିବେ, ସେତେବେଳେ ଯେଉଁ ଲୋକ ପ୍ରଣାମ କରିବା ପାଇଁ ଉତ୍ତର ଦ୍ଵାରର ପଥ ଦେଇ ଭିତରକୁ ଆସେ, ସେ ଦକ୍ଷିଣ ଦ୍ଵାରର ପଥ ଦେଇ ବାହାରି ଯିବ ଓ ଯେଉଁ ଲୋକ ଦକ୍ଷିଣ ଦ୍ଵାର ଦେଇ ଭିତରେ ପ୍ରବେଶ କରେ, ସେ ଉତ୍ତର ଦ୍ଵାରର ପଥ ଦେଇ ବାହାରି ଯିବ; ସେ ଯେଉଁ ଦ୍ଵାରର ପଥ ଦେଇ ଭିତରକୁ ଆସିଲା, ସେହି ପଥ ଦେଇ ଫେରିବ ନାହିଁ, ମାତ୍ର ଆପଣା ସମ୍ମୁଖସ୍ଥ ପଥ ଦେଇ ବାହାରି ଯିବ ।
Odia Bible ERV 2004 (ପବିତ୍ର ବାଇବଲ)
“ମାତ୍ର ନିରୂପିତ ପର୍ବଦିନମାନଙ୍କରେ ଯେତେବେଳେ ଦେଶର ଲୋକମାନେ ସଦାପ୍ରଭୁଙ୍କ ଛାମୁକୁ ଆସିବେ, ସେତେବେଳେ ଯେଉଁ ଲୋକ ପ୍ରଣାମ କରିବା ପାଇଁ ଉତ୍ତର ଦ୍ୱାର ପଥଦେଇ ଆସିବ, ସେ ଦକ୍ଷିଣ ଦ୍ୱାର ପଥଦେଇ ବାହାରି ଯିବ। ଆଉ ଯେଉଁ ଲୋକ ଦକ୍ଷିଣ ଦ୍ୱାର ପଥ ଦେଇ ଭିତରକୁ ପ୍ରବେଶ କରିବ, ସେ ଉତ୍ତର ଦ୍ୱାର ପଥଦେଇ ବାହାରି ଯିବ। ମାତ୍ର କେହି ଯେଉଁ ଦ୍ୱାର ଦେଇ ଆସିବେ ସେହି ଦ୍ୱାର ଦେଇ ଫେରିବେ ନାହିଁ। ଆଉ ନିଜ ସମ୍ମୁଖସ୍ଥ ପଥ ଦେଇ ବାହାରି ଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ନିରୂପିତ ପର୍ବମାନର ସମୟରେ ଯେତେବେଳେ ଦେଶର ଲୋକମାନେ ସଦାପ୍ରଭୁଙ୍କ ଛାମୁକୁ ଆସିବେ, ସେତେବେଳେ ଯେଉଁ ଲୋକ ପ୍ରଣାମ କରିବା ପାଇଁ ଉତ୍ତର ଦ୍ୱାରର ପଥ ଦେଇ ଭିତରକୁ ଆସେ, ସେ ଦକ୍ଷିଣ ଦ୍ୱାରର ପଥ ଦେଇ ବାହାରି ଯିବ ଓ ଯେଉଁ ଲୋକ ଦକ୍ଷିଣ ଦ୍ୱାର ଦେଇ ଭିତରେ ପ୍ରବେଶ କରେ, ସେ ଉତ୍ତର ଦ୍ୱାରର ପଥ ଦେଇ ବାହାରି ଯିବ; ସେ ଯେଉଁ ଦ୍ୱାରର ପଥ ଦେଇ ଭିତରକୁ ଆସିଲା, ସେହି ପଥ ଦେଇ ଫେରିବ ନାହିଁ, ମାତ୍ର ଆପଣା ସମ୍ମୁଖସ୍ଥ ପଥ ଦେଇ ବାହାରି ଯିବ।
Odia IRV 2017 (ଓଡିଆ ବାଇବେଲ)