Ezekiel 47:1 — Compare Translations
5 translations compared side by side
Odia - 1840
"ଅନନ୍ତର ସେ ମାେତେ ଫରୋଇ ମନ୍ଦିରର ଦ୍ବାର ନିକଟକୁ ଆଣିଲେ। ଗୃହର ପ୍ରବେଶ ସ୍ଥାନ ରେ ତଳୁ ଜଳ ନିର୍ଗତ ହାଇେ ପୂର୍ବଦିଗ ରେ ବହୁଥିବାର ମୁଁ ଦେଖିଲି କାରଣ ମନ୍ଦିର ସମ୍ମୁଖଭାଗ ପୂର୍ବାଭିମୂଖୀ ଥିଲା। ଆଉ ସହେି ଜଳ ତଳି ମନ୍ଦିରର ଦକ୍ଷିଣପାଶର୍ବ ଦଇେ ୟଜ୍ଞବଦେୀର ଦକ୍ଷିଣ ଦିଗ ରେ ବହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ମୋତେ ଫେରାଇ ଗୃହର ଦ୍ଵାର ନିକଟକୁ ଆଣିଲେ; ଆଉ ଦେଖ, ଗୃହ- ପ୍ରବେଶ ସ୍ଥାନର ତଳରୁ ଜଳ ନିର୍ଗତ ହୋଇ ପୂର୍ବ ଦିଗରେ ବହିଲା, କାରଣ ଗୃହର ଅଗ୍ରଭାଗ ପୂର୍ବାଭିମୁଖ ଥିଲା; ଆଉ, ସେହି ଜଳ ତଳରୁ ଗୃହର ଦକ୍ଷିଣ ପାର୍ଶ୍ଵ ଦେଇ ଯଜ୍ଞବେଦିର ଦକ୍ଷିଣ ଦିଗରେ ବହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ମନ୍ଦିରରୁ ଜଳ ନିର୍ଗତ ହେବ ଅନନ୍ତର ସେ ମୋତେ ଫେରାଇ ମନ୍ଦିରର ଦ୍ୱାର ନିକଟକୁ ଆଣିଲେ। ଗୃହର ପ୍ରବେଶ ସ୍ଥାନରେ ତଳୁ ଜଳ ନିର୍ଗତ ହୋଇ ପୂର୍ବଦିଗରେ ବହୁଥିବାର ମୁଁ ଦେଖିଲି କାରଣ ମନ୍ଦିର ସମ୍ମୁଖଭାଗ ପୂର୍ବାଭିମୂଖୀ ଥିଲା। ଆଉ ସେହି ଜଳ ତଳୁ ମନ୍ଦିରର ଦକ୍ଷିଣପାର୍ଶ୍ୱ ଦେଇ ଯଜ୍ଞବେଦିର ଦକ୍ଷିଣ ଦିଗରେ ବହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ମୋତେ ଫେରାଇ ଗୃହର ଦ୍ୱାର ନିକଟକୁ ଆଣିଲେ; ଆଉ ଦେଖ, ଗୃହ-ପ୍ରବେଶ ସ୍ଥାନର ତଳରୁ ଜଳ ନିର୍ଗତ ହୋଇ ପୂର୍ବ ଦିଗରେ ବହିଲା, କାରଣ ଗୃହର ଅଗ୍ରଭାଗ ପୂର୍ବାଭିମୁଖ ଥିଲା; ଆଉ, ସେହି ଜଳ ତଳରୁ ଗୃହର ଦକ୍ଷିଣ ପାର୍ଶ୍ୱ ଦେଇ ଯଜ୍ଞବେଦିର ଦକ୍ଷିଣ ଦିଗରେ ବହିଲା।
Odia IRV 2017 (ଓଡିଆ ବାଇବେଲ)