Ezekiel 47:10 — Compare Translations
5 translations compared side by side
Odia - 1840
"ଏବଂ ତୁମ୍ଭେ ତାହା ନିକଟରେ ମତ୍ସ୍ଯଧରାଳି ଠିଆ ହାଇେଥିବାର ଦେଖିପାରିବ। ଐନଗଦୀଠାରୁ ଐନଇଗ୍ଲଇମ୍ ପର୍ୟ୍ଯନ୍ତ ଜାଲ ପକାଇବାର ସ୍ଥାନ ହବେ। ସଠାେ ରେ ବିଭିନ୍ନ ଜାତିର ଓ ବିଭିନ୍ନ ପ୍ରକାରର ମାଛ ଧରିବା ପାଇଁ ଜାଲ ପକାଇବେ। ଏବଂ ଏହାର ମାଛସବୁ ଭୂମଧ୍ଯ ସାଗରର ମାଛ ପରି ଅନକେ ପ୍ରକାର ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତହିଁ ନିକଟରେ ମତ୍ସ୍ୟଧାରୀମାନେ ଠିଆ ହେବେ; ଐନ-ଗଦୀଠାରୁ ଐନ-ଇଗ୍ଳଇମ୍ ପର୍ଯ୍ୟନ୍ତ ଜାଲ ପ୍ରସାରିବାର ସ୍ଥାନ ହେବ ଓ ମତ୍ସ୍ୟସବୁ ସ୍ଵ ସ୍ଵ ଜାତି ଅନୁସାରେ ମହାସମୁଦ୍ରର ମତ୍ସ୍ୟନ୍ୟାୟ ସଂଖ୍ୟାରେ ଅତିଶୟ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ତୁମ୍ଭେ ତାହା ନିକଟରେ ମତ୍ସ୍ୟଧରାଳି ଠିଆ ହୋଇଥିବାର ଦେଖି ପାରିବ। ଐନ-ଗଦୀଠାରୁ ଐନ-ଇଗ୍ଳଇମ୍ ପର୍ଯ୍ୟନ୍ତ ଜାଲ ପକାଇବାର ସ୍ଥାନ ହେବ। ସେଠାରେ ବିଭିନ୍ନ ଜାତିର ଓ ବିଭିନ୍ନ ପ୍ରକାରର ମାଛ ଧରିବା ପାଇଁ ଜାଲ ପକାଇବେ। ଏବଂ ଏହାର ମାଛସବୁ ଭୂମଧ୍ୟସାଗରର ମାଛ ପରି ଅନେକ ପ୍ରକାର ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତହିଁ ନିକଟରେ ମତ୍ସ୍ୟଧାରୀମାନେ ଠିଆ ହେବେ; ଐନଗଦୀଠାରୁ ଐନଇଗ୍ଳଇମ୍ ପର୍ଯ୍ୟନ୍ତ ଜାଲ ପ୍ରସାରିବାର ସ୍ଥାନ ହେବ ଓ ମତ୍ସ୍ୟସବୁ ସ୍ୱ ସ୍ୱ ଜାତି ଅନୁସାରେ ମହାସମୁଦ୍ରର ମତ୍ସ୍ୟନ୍ୟାୟ ସଂଖ୍ୟାରେ ଅତିଶୟ ହେବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତହିଁ ନିକଟରେ ମତ୍ସ୍ୟଧାରୀମାନେ ଠିଆ ହେବେ; ଐନଗଦୀଠାରୁ ଐନଇଗ୍ଳଇମ୍ ପର୍ଯ୍ୟନ୍ତ ଜାଲ ପ୍ରସାରିବାର ସ୍ଥାନ ହେବ ଓ ମତ୍ସ୍ୟସବୁ ସ୍ୱ ସ୍ୱ ଜାତି ଅନୁସାରେ ମହାସମୁଦ୍ରର ମତ୍ସ୍ୟନ୍ୟାୟ ସଂଖ୍ୟାରେ ଅତିଶୟ ହେବେ।