Ezekiel 47:11 — Compare Translations
5 translations compared side by side
Odia - 1840
"ମାତ୍ର ସେ ସ୍ଥାନ ରେ ପଙ୍କ ଓ ଝିଲ ଭୂମିସବୁ ଉତ୍ତମ ହବେ ନାହିଁ, ସହେିସବୁ ଲବଣ ପାଇଁ ସମର୍ପିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତହିଁର ପଙ୍କ ସ୍ଥାନ ଓ ଝିଲ ଭୂମିସକଳ ଉତ୍ତମ ହେବ ନାହିଁ; ସେସବୁ ଲବଣ ପାଇଁ ସମର୍ପିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେ ସ୍ଥାନରେ ପଙ୍କ ଓ ଝିଲ ଭୂମିସବୁ ଉତ୍ତମ ହେବ ନାହିଁ, ସେହିସବୁ ଲବଣ ପାଇଁ ସମର୍ପିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତହିଁର ପଙ୍କ ସ୍ଥାନ ଓ ଝିଲ ଭୂମିସକଳ ଉତ୍ତମ ହେବ ନାହିଁ; ସେହି ସବୁ ଲବଣ ପାଇଁ ସମର୍ପିତ ହେବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତହିଁର ପଙ୍କ ସ୍ଥାନ ଓ ଝିଲ ଭୂମିସକଳ ଉତ୍ତମ ହେବ ନାହିଁ; ସେହି ସବୁ ଲବଣ ପାଇଁ ସମର୍ପିତ ହେବ।