Ezekiel 47:12 — Compare Translations
5 translations compared side by side
Odia - 1840
"ନଦୀର ଉଭୟ ପାଶର୍ବ ରେ ସବୁପ୍ରକାର ଖାଦ୍ୟ ଉପ ଯୋଗୀ ଫଳବୃକ୍ଷ ହବେ ଓ ସଗେୁଡ଼ିକର ପତ୍ର ମଳିନ ହବେ ନାହିଁ ଏବଂ ଫଳର ଅଭାବ ହବେ ନାହିଁ। କାରଣ ସହେି ବୃକ୍ଷଗୁଡ଼ିକ ପବିତ୍ର ସ୍ଥାନର ନିର୍ଗତ ଜଳ ରେ ବଢ଼ିଥିବା ହତେୁ ପ୍ରତି ମାସ ରେ ନୂତନ ଫଳ ଧାରଣ କରିବେ। ଆଉ ତାହାର ଫଳ ଆହାରାର୍ଥେ ଓ ପତ୍ର ଆରୋଗ୍ଯାର୍ଥେ ଔଷଧ ରୂପେ ବ୍ଯବହୃତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ନଦୀ ନିକଟରେ ତହିଁର ତୀର ଉପରେ, ଏପାଖରେ ଓ ସେପାଖରେ ସର୍ବପ୍ରକାର ଭୋଜନାର୍ଥ ଫଳବୃକ୍ଷ ହେବ, ତହିଁର ପତ୍ର ମଳିନ ହେବ ନାହିଁ, କିଅବା ତହିଁର ଫଳର ଅଭାବ ହେବ ନାହିଁ; ସେହି ଜଳସବୁ ପବିତ୍ର ସ୍ଥାନରୁ ନିର୍ଗତ ହେବା ହେତୁରୁ ବୃକ୍ଷ ପ୍ରତି ମାସ ନୂତନ ଫଳ ଫଳିବ ଓ ତହିଁର ଫଳ ଆହାରାର୍ଥେ ଓ ତହିଁର ପତ୍ର ଆରୋଗ୍ୟାର୍ଥେ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ନଦୀର ଉଭୟ ପାର୍ଶ୍ୱରେ ସବୁପ୍ରକାର ଖାଦ୍ୟ ଉପଯୋଗୀ ଫଳବୃକ୍ଷ ହେବ ଓ ସେଗୁଡ଼ିକର ପତ୍ର ମଳିନ ହେବ ନାହିଁ ଏବଂ ଫଳର ଅଭାବ ହେବ ନାହିଁ। କାରଣ ସେହି ବୃକ୍ଷଗୁଡ଼ିକ ପବିତ୍ର ସ୍ଥାନର ନିର୍ଗତ ଜଳରେ ବଢ଼ିଥିବା ହେତୁ ପ୍ରତି ମାସରେ ନୂତନ ଫଳ ଧାରଣ କରିବେ। ଆଉ ତାହାର ଫଳ ଆହାରାର୍ଥେ ଓ ପତ୍ର ଆରୋଗ୍ୟାର୍ଥେ ଔଷଧ ରୂପେ ବ୍ୟବହୃତ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ନଦୀ ନିକଟରେ ତହିଁର ତୀର ଉପରେ, ଏପାଖରେ ଓ ସେପାଖରେ ସର୍ବପ୍ରକାର ଭୋଜନାର୍ଥ ଫଳବୃକ୍ଷ ହେବ, ତହିଁର ପତ୍ର ମଳିନ ହେବ ନାହିଁ, କିଅବା ତହିଁର ଫଳର ଅଭାବ ହେବ ନାହିଁ; ସେହି ଜଳସବୁ ପବିତ୍ର ସ୍ଥାନରୁ ନିର୍ଗତ ହେବା ସକାଶୁ ବୃକ୍ଷ ପ୍ରତି ମାସ ନୂତନ ଫଳ ଫଳିବ ଓ ତହିଁର ଫଳ ଆହାରାର୍ଥେ ଓ ତହିଁର ପତ୍ର ଆରୋଗ୍ୟାର୍ଥେ ହେବ।”
Odia IRV 2017 (ଓଡିଆ ବାଇବେଲ)
ଆଉ, ନଦୀ ନିକଟରେ ତହିଁର ତୀର ଉପରେ, ଏପାଖରେ ଓ ସେପାଖରେ ସର୍ବପ୍ରକାର ଭୋଜନାର୍ଥ ଫଳବୃକ୍ଷ ହେବ, ତହିଁର ପତ୍ର ମଳିନ ହେବ ନାହିଁ, କିଅବା ତହିଁର ଫଳର ଅଭାବ ହେବ ନାହିଁ; ସେହି ଜଳସବୁ ପବିତ୍ର ସ୍ଥାନରୁ ନିର୍ଗତ ହେବା ସକାଶୁ ବୃକ୍ଷ ପ୍ରତି ମାସ ନୂତନ ଫଳ ଫଳିବ ଓ ତହିଁର ଫଳ ଆହାରାର୍ଥେ ଓ ତହିଁର ପତ୍ର ଆରୋଗ୍ୟାର୍ଥେ ହେବ।