Ezekiel 47:13 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନେେ ଇଶ୍ରାୟେଲର ବଂଶର ଦ୍ବାଦଶ ଗୋଷ୍ଠୀ ମଧିଅରେ ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ବିଭାଗ କରିବ, ତାହାର ସୀମା ଏହି। ଯୋଷଫେ ଦୁଇ ଭାଗ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭେମାନେ ଇସ୍ରାଏଲ-ବଂଶର ଦ୍ଵାଦଶ ଗୋଷ୍ଠୀର ଅନୁସାରେ ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ବିଭାଗ କରିବ, ତାହାର ସୀମା ଏହି; ଯୋଷେଫ ଏକରୁ ଅଧିକ ଅଂଶ ପାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ବିଭିନ୍ନ ଗୋଷ୍ଠୀ ନିମନ୍ତେ ଭୂମି ବଣ୍ଟନ ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଇସ୍ରାଏଲର ବଂଶର ଦ୍ୱାଦଶ ଗୋଷ୍ଠୀ ମଧ୍ୟରେ ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ବିଭାଗ କରିବ, ତାହାର ସୀମା ଏହି। ଯୋଷେଫ ଦୁଇ ଭାଗ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: “ତୁମ୍ଭେମାନେ ଇସ୍ରାଏଲ ବଂଶର ଦ୍ୱାଦଶ ଗୋଷ୍ଠୀର ଅନୁସାରେ ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ବିଭାଗ କରିବ, ତାହାର ସୀମା ଏହି; ଯୋଷେଫ ଏକରୁ ଅଧିକ ଅଂଶ ପାଇବ।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭେମାନେ ଇସ୍ରାଏଲ ବଂଶର ଦ୍ୱାଦଶ ଗୋଷ୍ଠୀର ଅନୁସାରେ ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ବିଭାଗ କରିବ, ତାହାର ସୀମା ଏହି; ଯୋଷେଫ ଏକରୁ ଅଧିକ ଅଂଶ ପାଇବ।