Ezekiel 47:14 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଏହା ସମାନ ସମାନ ଭାଗ କରିବ। କାରଣ ଏହି ଦେଶ ଦବୋପାଇଁ ମୁଁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କଠା ରେ ପ୍ରତିଜ୍ଞା କରିଥିଲି ଏବଂ ଏହି ଦେଶ ତୁମ୍ଭମାନେେ ଅଧିକାର କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭମାନଙ୍କର ଏକ ଯେପରି, ଅନ୍ୟ ସେପରି, ତାହା ଉତ୍ତରାଧିକାର ରୂପେ ପାଇବ; ତଦ୍ବିଷୟରେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ତାହା ଦେବା ପାଇଁ ଆମ୍ଭେ ଆପଣା ହସ୍ତ ଉଠାଇଲୁ ଓ ଏହି ଦେଶ ଉତ୍ତରାଧିକାର ନିମନ୍ତେ ତୁମ୍ଭମାନଙ୍କର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଏହା ସମାନ ସମାନ ଭାଗ କରିବ। କାରଣ ଏହି ଦେଶ ଦେବା ପାଇଁ ମୁଁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କଠାରେ ପ୍ରତିଜ୍ଞା କରିଥିଲି ଏବଂ ଏହି ଦେଶ ତୁମ୍ଭେମାନେ ଅଧିକାର କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭମାନଙ୍କର ଏକ ଯେପରି, ଅନ୍ୟ ସେହିପରି, ତାହା ଉତ୍ତରାଧିକାର ରୂପେ ପାଇବ; ତଦ୍ବିଷୟରେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ତାହା ଦେବା ପାଇଁ ଆମ୍ଭେ ଆପଣା ହସ୍ତ ଉଠାଇଲୁ ଓ ଏହି ଦେଶ ଉତ୍ତରାଧିକାର ନିମନ୍ତେ ତୁମ୍ଭମାନଙ୍କର ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭମାନଙ୍କର ଏକ ଯେପରି, ଅନ୍ୟ ସେହିପରି, ତାହା ଉତ୍ତରାଧିକାର ରୂପେ ପାଇବ; ତଦ୍ବିଷୟରେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ତାହା ଦେବା ପାଇଁ ଆମ୍ଭେ ଆପଣା ହସ୍ତ ଉଠାଇଲୁ ଓ ଏହି ଦେଶ ଉତ୍ତରାଧିକାର ନିମନ୍ତେ ତୁମ୍ଭମାନଙ୍କର ହେବ।