Ezekiel 47:15 — Compare Translations
5 translations compared side by side
Odia - 1840
"ପୁଣି ଦେଶର ସୀମା ଏହି ହବେ। ଉତ୍ତର ଦିଗ ରେ ହିତଲୋନ ପଥ ନିକଟସ୍ଥ ମହାସମୁଦ୍ର ଠାରୁ ସଦାଦର ପ୍ରବେଶ ସ୍ଥାନ ପର୍ୟ୍ଯନ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଦେଶର ସୀମା ଏହି ହେବ; ଉତ୍ତର ଦିଗରେ, ହିତ୍ଲୋନ ପଥ ନିକଟସ୍ଥ ମହାସମୁଦ୍ରଠାରୁ ସଦାଦର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ;
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ଦେଶର ସୀମା ଏହି ହେବ। ଉତ୍ତର ଦିଗରେ ହିତ୍ଲୋନ ପଥ ନିକଟସ୍ଥ ମହାସମୁଦ୍ରଠାରୁ ସଦାଦର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦେଶର ସୀମା ଏହି ହେବ; ଉତ୍ତର ଦିଗରେ, ହିତ୍ଲୋନ ପଥ ନିକଟସ୍ଥ ମହାସମୁଦ୍ରଠାରୁ ସଦାଦ୍ର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦେଶର ସୀମା ଏହି ହେବ; ଉତ୍ତର ଦିଗରେ, ହିତ୍ଲୋନ ପଥ ନିକଟସ୍ଥ ମହାସମୁଦ୍ରଠାରୁ ସଦାଦ୍ର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ;