Ezekiel 47:17 — Compare Translations
5 translations compared side by side
Odia - 1840
"ପୁଣି ସମୁଦ୍ରଠାରୁ ସୀମା ଦମ୍ମେଶକ ସୀମା ନିକଟସ୍ଥ ହତସର ଐନନ ହବେ, ଆଉ ଉତ୍ତର ଦିଗ ରେ ଉତ୍ତର ରେ ହମାତର ସୀମା। ଏହା ଉତ୍ତର ସୀମା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସମୁଦ୍ରଠାରୁ ସୀମା ଦାମାସ୍କସ୍ ସୀମା ନିକଟସ୍ଥ ହତ୍ସର-ଐନନ୍ ହେବ, ଆଉ ଉତ୍ତର ଦିଗରେ ଉତ୍ତରରେ ହମାତ୍ର ସୀମା । ଏହା ଉତ୍ତର ସୀମା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସମୁଦ୍ରଠାରୁ ସୀମା ଦମ୍ମେଶକ ସୀମା ନିକଟସ୍ଥ ହତ୍ସର-ଐନନ ହେବ, ଆଉ ଉତ୍ତର ଦିଗରେ ଉତ୍ତରରେ ହମାତର ସୀମା। ଏହା ଉତ୍ତର ସୀମା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସମୁଦ୍ରଠାରୁ ସୀମା ଦମ୍ମେଶକ ସୀମା ନିକଟସ୍ଥ ହତ୍ସର-ଐନନ୍ ହେବ, ଆଉ ଉତ୍ତର ଦିଗରେ ଉତ୍ତରରେ ହମାତ୍ର ସୀମା। ଏହା ଉତ୍ତର ସୀମା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସମୁଦ୍ରଠାରୁ ସୀମା ଦମ୍ମେଶକ ସୀମା ନିକଟସ୍ଥ ହତ୍ସର-ଐନନ୍ ହେବ, ଆଉ ଉତ୍ତର ଦିଗରେ ଉତ୍ତରରେ ହମାତ୍ର ସୀମା। ଏହା ଉତ୍ତର ସୀମା।