Ezekiel 47:18 — Compare Translations

5 translations compared side by side

Odia - 1840
"ପୂର୍ବ ଦିଗର ସୀମା ହା ମାରେ, ନୋନ୍ ମଧିଅରେ ହୌରଣ, ଦମ୍ମେଶକ ଦଇେ ୟର୍ଦ୍ଦନ ନଦୀ ଦଇେ ଗିଲିଯଦ ଓ ଇଶ୍ରାୟେଲ ମଧ୍ଯଦଇେ ୟିବ। ପୂର୍ବ ସମୁଦ୍ର ହୌରଣ, ଦମ୍ମେଶକ ଓ ଗିଲିଯଦ। ଆଉ ଇଶ୍ରାୟେଲର ଦେଶର ମଧ୍ଯବର୍ତ୍ତୀ ୟର୍ଦ୍ଦନ ହବେ। ଉତ୍ତର ସୀମାରୁ ପୂର୍ବ ସମୁଦ୍ର ପର୍ୟ୍ଯନ୍ତ ମାପିବ। ଏହା ପୂର୍ବ ସୀମା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପୂର୍ବ ଦିଗରେ ହୌରଣ, ଦାମାସ୍କସ୍ ଓ ଗିଲୀୟଦ, ଆଉ ଇସ୍ରାଏଲ ଦେଶର ମଧ୍ୟବର୍ତ୍ତୀ ଯର୍ଦ୍ଦନ ହେବ; ତୁମ୍ଭେମାନେ ଉତ୍ତର ସୀମାରୁ ପୂର୍ବ ସମୁଦ୍ର ପର୍ଯ୍ୟନ୍ତ ମାପିବ । ଏହା ପୂର୍ବ ସୀମା ।
Odia Bible ERV 2004 (ପବିତ୍ର ବାଇବଲ)
“ପୂର୍ବ ଦିଗର ସୀମା ହାମୋର, ନୋନ୍ ମଧ୍ୟରେ ହୌରଣ, ଦମ୍ମେଶକ ଦେଇ ଯର୍ଦ୍ଦନ ନଦୀ ଦେଇ ଗିଲିୟଦ ଓ ଇସ୍ରାଏଲ ମଧ୍ୟଦେଇ ଯିବ। ପୂର୍ବ ସମୁଦ୍ର ହୌରଣ, ଦମ୍ମେଶକ ଓ ଗିଲିୟଦ। ଆଉ ଇସ୍ରାଏଲର ଦେଶର ମଧ୍ୟବର୍ତ୍ତୀ ଯର୍ଦ୍ଦନ ହେବ। ଉତ୍ତର ସୀମାରୁ ପୂର୍ବ ସମୁଦ୍ର ପର୍ଯ୍ୟନ୍ତ ମାପିବ। ଏହା ପୂର୍ବ ସୀମା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ପୂର୍ବ ଦିଗରେ ହୌରଣ, ଦମ୍ମେଶକ ଓ ଗିଲୀୟଦ, ଆଉ ଇସ୍ରାଏଲ ଦେଶର ମଧ୍ୟବର୍ତ୍ତୀ ଯର୍ଦ୍ଦନ ହେବ; ତୁମ୍ଭେମାନେ ଉତ୍ତର ସୀମାରୁ ପୂର୍ବ ସମୁଦ୍ର ପର୍ଯ୍ୟନ୍ତ ମାପିବ। ଏହା ପୂର୍ବ ସୀମା।
Odia IRV 2017 (ଓଡିଆ ବାଇବେଲ)
ଆଉ, ପୂର୍ବ ଦିଗରେ ହୌରଣ, ଦମ୍ମେଶକ ଓ ଗିଲୀୟଦ, ଆଉ ଇସ୍ରାଏଲ ଦେଶର ମଧ୍ୟବର୍ତ୍ତୀ ଯର୍ଦ୍ଦନ ହେବ; ତୁମ୍ଭେମାନେ ଉତ୍ତର ସୀମାରୁ ପୂର୍ବ ସମୁଦ୍ର ପର୍ଯ୍ୟନ୍ତ ମାପିବ। ଏହା ପୂର୍ବ ସୀମା।