Ezekiel 47:19 — Compare Translations

5 translations compared side by side

Odia - 1840
"ପୁଣି ଦକ୍ଷିଣ ଦିଗ ରେ ଦକ୍ଷିଣ ସୀମା ତାମରଠାରୁ ମରୀବତ୍-କାଦେଶସ୍ଥ ଜଳ, ମିଶରର ସୋର୍ତୋମାର୍ଗ ଓ ମହାସମୁଦ୍ର ପର୍ୟ୍ଯନ୍ତ ହବେ। ଏହା ଦକ୍ଷିଣ ଦିଗର ଦକ୍ଷିଣ ସୀମା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଦକ୍ଷିଣ ଦିଗରେ ଦକ୍ଷିଣ ସୀମା ତାମରଠାରୁ ମରୀବତ୍-କାଦେଶସ୍ଥ ଜଳ, ମିସରର ସ୍ରୋତୋମାର୍ଗ ଓ ମହାସମୁଦ୍ର ପର୍ଯ୍ୟନ୍ତ ହେବ । ଏହା ଦକ୍ଷିଣ ଦିଗର ଦକ୍ଷିଣ ସୀମା ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ଦକ୍ଷିଣ ଦିଗରେ ଦକ୍ଷିଣ ସୀମା ତାମରଠାରୁ ମରୀବତ୍-କାଦେଶସ୍ଥ ଜଳ, ମିଶରର ସ୍ରୋତୋମାର୍ଗ ଓ ମହାସମୁଦ୍ର ପର୍ଯ୍ୟନ୍ତ ହେବ। ଏହା ଦକ୍ଷିଣ ଦିଗର ଦକ୍ଷିଣ ସୀମା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଦକ୍ଷିଣ ଦିଗରେ ଦକ୍ଷିଣ ସୀମା ତାମରଠାରୁ ମରୀବତ୍‍-କାଦେଶସ୍ଥ ଜଳ, ମିସରର ସ୍ରୋତୋମାର୍ଗ ଓ ମହାସମୁଦ୍ର ପର୍ଯ୍ୟନ୍ତ ହେବ। ଏହା ଦକ୍ଷିଣ ଦିଗର ଦକ୍ଷିଣ ସୀମା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଦକ୍ଷିଣ ଦିଗରେ ଦକ୍ଷିଣ ସୀମା ତାମରଠାରୁ ମରୀବତ୍‍-କାଦେଶସ୍ଥ ଜଳ, ମିସରର ସ୍ରୋତୋମାର୍ଗ ଓ ମହାସମୁଦ୍ର ପର୍ଯ୍ୟନ୍ତ ହେବ। ଏହା ଦକ୍ଷିଣ ଦିଗର ଦକ୍ଷିଣ ସୀମା।