Ezekiel 47:2 — Compare Translations

5 translations compared side by side

Odia - 1840
"ଏବଂ ସେ ମାେତେ ଉତ୍ତର ଦ୍ବାରର ପଥଦଇେ ବାହାରକୁ ଆଣିଲେ। ଆଉ ବାହାର ପଥଦଇେ ବୁଲାଇ ପୂର୍ବାଭିମୁଖ ଦ୍ବାରର ପଥ ଉପରଦଇେ ବାହାର ଦ୍ବାରକୁ ନଇଗେଲେ। ସହେି ସ୍ଥାନ ରେ ଦକ୍ଷିଣ ପାଶର୍‌ବ ରେ ଜଳ ବହୁଥିବାର ମୁଁ ଦେଖିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ ମୋତେ ଉତ୍ତର ଦ୍ଵାରର ପଥ ଦେଇ ବାହାର କରାଇ ଆଣିଲେ, ଆଉ ବାହାର ପଥ ଦେଇ ବୁଲାଇ ପୂର୍ବାଭିମୁଖ ଦ୍ଵାରର ପଥ ଦେଇ ବାହାର ଦ୍ଵାରକୁ ନେଇ ଗଲେ; ଆଉ ଦେଖ, ସେସ୍ଥାନରେ ଦକ୍ଷିଣ ପାର୍ଶ୍ଵରେ ଜଳ ବହୁଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେ ମୋତେ ଉତ୍ତର ଦ୍ୱାରର ପଥଦେଇ ବାହାରକୁ ଆଣିଲେ। ଆଉ ବାହାର ପଥଦେଇ ବୁଲାଇ ପୂର୍ବାଭିମୁଖ ଦ୍ୱାରର ପଥ ଉପରଦେଇ ବାହାର ଦ୍ୱାରକୁ ନେଇଗଲେ। ସେହି ସ୍ଥାନରେ ଦକ୍ଷିଣ ପାର୍ଶ୍ୱରେ ଜଳ ବହୁଥିବାର ମୁଁ ଦେଖିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେ ମୋତେ ଉତ୍ତର ଦ୍ୱାରର ପଥ ଦେଇ ବାହାର କରାଇ ଆଣିଲେ, ଆଉ ବାହାର ପଥ ଦେଇ ବୁଲାଇ ପୂର୍ବାଭିମୁଖ ଦ୍ୱାରର ପଥ ଦେଇ ବାହାର ଦ୍ୱାରକୁ ନେଇଗଲେ; ଆଉ ଦେଖ, ସେହି ସ୍ଥାନରେ ଦକ୍ଷିଣ ପାର୍ଶ୍ୱରେ ଜଳ ବହୁଥିଲା।
Odia IRV 2017 (ଓଡିଆ ବାଇବେଲ)
ତେବେ ସେ ମୋତେ ଉତ୍ତର ଦ୍ୱାରର ପଥ ଦେଇ ବାହାର କରାଇ ଆଣିଲେ, ଆଉ ବାହାର ପଥ ଦେଇ ବୁଲାଇ ପୂର୍ବାଭିମୁଖ ଦ୍ୱାରର ପଥ ଦେଇ ବାହାର ଦ୍ୱାରକୁ ନେଇ ଗଲେ; ଆଉ ଦେଖ, ସେହି ସ୍ଥାନରେ ଦକ୍ଷିଣ ପାର୍ଶ୍ୱରେ ଜଳ ବହୁଥିଲା।