Ezekiel 47:23 — Compare Translations

5 translations compared side by side

Odia - 1840
"ସମାନେେ ନିଜର ବାସ କରୁଥିବା ପରିବାରବର୍ଗ ଅନୁସାରେ ଅଧିକାର ପାଇବେ। ସଦାପ୍ରଭୁ, ମାରେ ପ୍ରଭୁ ଏହା କହନ୍ତି"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ବିଦେଶୀୟ ଲୋକ ଯେଉଁ ଗୋଷ୍ଠୀ ମଧ୍ୟରେ ପ୍ରବାସ କରେ, ସେସ୍ଥାନରେ ତୁମ୍ଭେମାନେ ତାହାକୁ ଅଧିକାର ଦେବ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ନିଜର ବାସ କରୁଥିବା ପରିବାରବର୍ଗ ଅନୁସାରେ ଅଧିକାର ପାଇବେ।” ସଦାପ୍ରଭୁ, ମୋର ପ୍ରଭୁ ଏହା କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ବିଦେଶୀୟ ଲୋକ ଯେଉଁ ଗୋଷ୍ଠୀ ମଧ୍ୟରେ ପ୍ରବାସ କରେ, ସେହି ସ୍ଥାନରେ ତୁମ୍ଭେମାନେ ତାହାକୁ ଅଧିକାର ଦେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ, ବିଦେଶୀୟ ଲୋକ ଯେଉଁ ଗୋଷ୍ଠୀ ମଧ୍ୟରେ ପ୍ରବାସ କରେ, ସେହି ସ୍ଥାନରେ ତୁମ୍ଭେମାନେ ତାହାକୁ ଅଧିକାର ଦେବ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।