Ezekiel 47:3 — Compare Translations
5 translations compared side by side
Odia - 1840
"ସହେି ବ୍ଯକ୍ତି ମାପ ଫିତା ଓ ନିଜ ହାତ ରେ ନଇେ ପୂର୍ବଆଡ଼େ ଗଲେ ଓ ଓ 1,000 ହାତ ମାପିଲେ। ଆଉ ମାେତେ ସେ ଜଳ ମଧ୍ଯଦଇେ ଗମନ କରାଇଲେ। ଜଳ ଆଣ୍ଠୁଏ ପର୍ୟ୍ଯନ୍ତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ବ୍ୟକ୍ତି ଯେତେବେଳେ ପରିମାପକ ରଜ୍ଜୁ ଆପଣା ହସ୍ତରେ ଧରି ପୂର୍ବଆଡ଼େ ବାହାରିଲେ, ସେତେବେଳେ ସେ ଏକ ହଜାର ହାତ ମାପିଲେ, ପୁଣି ମୋତେ ଜଳ ମଧ୍ୟ ଦେଇ ଗମନ କରାଇଲେ, ଜଳ ବଳାଗଣ୍ଠି ସରିକି ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ବ୍ୟକ୍ତି ମାପ ଫିତା ଓ ନିଜ ହାତରେ ନେଇ ପୂର୍ବଆଡ଼େ ଗଲେ ଓ 1000 ହାତ ମାପିଲେ। ଆଉ ମୋତେ ସେ ଜଳ ମଧ୍ୟଦେଇ ଗମନ କରାଇଲେ। ଜଳ ଆଣ୍ଠୁଏ ପର୍ଯ୍ୟନ୍ତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ବ୍ୟକ୍ତି ଯେତେବେଳେ ପରିମାପକ ରଜ୍ଜୁ ଆପଣା ହସ୍ତରେ ଧରି ପୂର୍ବ ଆଡ଼େ ବାହାରିଲେ, ସେତେବେଳେ ସେ ଏକ ହଜାର ହାତ ମାପିଲେ, ପୁଣି, ମୋତେ ଜଳ ମଧ୍ୟଦେଇ ଗମନ କରାଇଲେ, ଜଳ ବଳାଗଣ୍ଠି ପର୍ଯ୍ୟନ୍ତ ହେଲା।
Odia IRV 2017 (ଓଡିଆ ବାଇବେଲ)
ସେହି ବ୍ୟକ୍ତି ଯେତେବେଳେ ପରିମାପକ ରଜ୍ଜୁ ଆପଣା ହସ୍ତରେ ଧରି ପୂର୍ବଆଡ଼େ ବାହାରିଲେ, ସେତେବେଳେ ସେ ଏକ ହଜାର ହାତ ମାପିଲେ, ପୁଣି, ମୋତେ ଜଳ ମଧ୍ୟ ଦେଇ ଗମନ କରାଇଲେ, ଜଳ ବଳାଗଣ୍ଠି ପର୍ଯ୍ୟନ୍ତ ହେଲା।